2 ଶାମୁୟେଲ 8:4 - ଓଡିଆ ବାଇବେଲ4 ପୁଣି ଦାଉଦ ତାହାଠାରୁ ଏକ ସହସ୍ର ସାତ ଶହ ଅଶ୍ୱାରୂଢ଼ ଓ କୋଡ଼ିଏ ସହସ୍ର ପଦାତିକ ସୈନ୍ୟ ନେଲେ; ଆଉ ଦାଉଦ ରଥ-ଅଶ୍ୱ ସମସ୍ତର ଗୋଡ଼-ଶିରା କାଟି ପକାଇଲେ, ମାତ୍ର ତହିଁ ମଧ୍ୟରୁ ଶହେ ରଥ ପାଇଁ ଅଶ୍ୱ ରଖିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ପୁଣି ଦାଉଦ ତାହାଠାରୁ ଏକ ସହସ୍ର ସାତ ଶହ ଅଶ୍ଵାରୂଢ଼ ଓ କୋଡ଼ିଏ ସହସ୍ର ପଦାତିକ ସୈନ୍ୟ ନେଲେ; ଆଉ ଦାଉଦ ରଥ-ଅଶ୍ଵସମସ୍ତର ଗୋଡ଼-ଶିରା କାଟି ପକାଇଲେ,ମାତ୍ର ତହିଁ ମଧ୍ୟରୁ ଶହେ ରଥ ପାଇଁ ଅଶ୍ଵ ରଖିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି ଦାଉଦ ତାହାଠାରୁ ଏକ ସହସ୍ର ସାତ ଶହ ଅଶ୍ୱାରୂଢ଼ ଓ କୋଡ଼ିଏ ସହସ୍ର ପଦାତିକ ସୈନ୍ୟ ନେଲେ; ଆଉ ଦାଉଦ ରଥ-ଅଶ୍ୱ ସମସ୍ତର ଗୋଡ଼-ଶିରା କାଟି ପକାଇଲେ, ମାତ୍ର ତହିଁ ମଧ୍ୟରୁ ଶହେ ରଥ ପାଇଁ ଅଶ୍ୱ ରଖିଲେ। Viz kapitolaପବିତ୍ର ବାଇବଲ4 ଦାଉଦ ତା'ଠାରୁ 1,700 ଅଶ୍ୱାରୋହୀ ଏବଂ 20,000 ପଦାତିକ ସୈନ୍ୟ ନେଲେ। ଦାଉଦ 100ଟି ଅଶ୍ୱ ରଖିଲେ କିନ୍ତୁ ସେ ଅନ୍ୟ ଅଶ୍ୱଗୁଡ଼ିକୁ ପଙ୍ଗୁ କରିଦେଲେ। Viz kapitola |