2 ଶାମୁୟେଲ 9:8 - ଓଡିଆ ବାଇବେଲ8 ତେଣୁ ସେ ପ୍ରଣାମ କରି କହିଲା, “ମୁଁ ତ ମଲା କୁକ୍କୁର ପରି, ଆପଣ ଯେ ମୋତେ ଅନାଇବେ, ଆପଣଙ୍କ ଦାସ ଏପରି କଅଣ ?” Viz kapitolaପବିତ୍ର ବାଇବଲ (Re-edited) - (BSI)8 ତେଣୁ ସେ ପ୍ରଣାମ କରି କହିଲା, ମୁଁ ତ ମଲା କୁକ୍କୁର ପରି, ଆପଣ ଯେ ମୋତେ ଅନାଇବେ, ଆପଣଙ୍କ ଦାସ ଏପରି କଅଣ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତେଣୁ ସେ ପ୍ରଣାମ କରି କହିଲା, “ମୁଁ ତ ମଲା କୁକ୍କୁର ପରି, ଆପଣ ଯେ ମୋତେ ଅନାଇବେ, ଆପଣଙ୍କ ଦାସ ଏପରି କଅଣ?” Viz kapitolaପବିତ୍ର ବାଇବଲ8 ମଫୀବୋଶତ୍ ପୁନରାୟ ଦାଉଦଙ୍କୁ ପ୍ରଣାମ କଲା, ଏବଂ କହିଲା, “ମୁଁ ତ ଏକ ମଲା କୁକୁରଠାରୁ ଭଲ ନୁହେଁ। କିନ୍ତୁ ଆପଣ ମୋ’ ପ୍ରତି ଚଳିତ ବହୁତ ଦୟା ଦେଖାଇଛନ୍ତି।” Viz kapitola |