୨ ଥେସଲନୀକୀୟ 3:15 - ଓଡିଆ ବାଇବେଲ15 ତଥାପି ତାହାକୁ ଶତ୍ରୁ ବୋଲି ଭାବ ନାହିଁ, ମାତ୍ର ତାହାକୁ ଭାଇ ବୋଲି ଭାବି ସତର୍କ କରାଅ । Viz kapitolaପବିତ୍ର ବାଇବଲ (Re-edited) - (BSI)15 ତଥାପି ତାହାକୁ ଶତ୍ରୁ ବୋଲି ଜ୍ଞାନ କର ନାହିଁ, ମାତ୍ର ତାହାକୁ ଭାଇ ବୋଲି ଜ୍ଞାନ କରି ଚେତନା ଦିଅ। Viz kapitolaପବିତ୍ର ବାଇବଲ (CL) NT (BSI)15 ତାହାହେଲେ, ସେ ଲଜ୍ଜିତ ହେବ। କିନ୍ତୁ ତା’ ପ୍ରତି ଶତ୍ରୁତା ଆଚରଣ ନ କରି, ଭାଇ ପରି ତାକୁ ସତର୍କ କରିଦିଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତଥାପି ତାହାକୁ ଶତ୍ରୁ ବୋଲି ଭାବ ନାହିଁ, ମାତ୍ର ତାହାକୁ ଭାଇ ବୋଲି ଭାବି ସତର୍କ କରାଅ। Viz kapitolaପବିତ୍ର ବାଇବଲ15 କିନ୍ତୁ ତାକୁ ଶତ୍ରୁ ଭଳି ବ୍ୟବହାର ନ କରି, ଭାଇ ଭଳି ଚେତେଇ ଦିଅ। Viz kapitola |