୨ ତୀମଥି 2:12 - ଓଡିଆ ବାଇବେଲ12 ଯଦି ଆମ୍ଭେମାନେ ଧୖେର୍ଯ୍ୟ ଧରି ସହ୍ୟ କରୁ, ତେବେ ତାହାଙ୍କ ସହିତ ମଧ୍ୟ ଶାସନ କରିବ; ଯଦି ଆମ୍ଭେମାନେ ତାହାଙ୍କୁ ଅସ୍ୱୀକାର କରୁ, ତେବେ ସେ ମଧ୍ୟ ଆମ୍ଭମାନଙ୍କୁ ଅସ୍ୱୀକାର କରିବେ; Viz kapitolaପବିତ୍ର ବାଇବଲ (Re-edited) - (BSI)12 ଯଦି ଆମ୍ଭେମାନେ ଧୈର୍ଯ୍ୟ ଧରି ସହ୍ୟ କରୁ, ତେବେ ତାହାଙ୍କ ସହିତ ମଧ୍ୟ ରାଜତ୍ଵ କରିବା; ଯଦି ଆମ୍ଭେମାନେ ତାହାଙ୍କୁ ଅସ୍ଵୀକାର କରୁ, ତେବେ ସେ ମଧ୍ୟ ଆମ୍ଭମାନଙ୍କୁ ଅସ୍ଵୀକାର କରିବେ; Viz kapitolaପବିତ୍ର ବାଇବଲ (CL) NT (BSI)12 କଷ୍ଟଭୋଗରେ ଯଦି ଅବିଚଳିତ ରହିଥିବୁ, ତାଙ୍କ ସହିତ ଆମ୍ଭେମାନେ ରାଜତ୍ୱ କରିବୁ। ତାଙ୍କୁ ଅସ୍ୱୀକାର କଲେ, ସେ ମଧ୍ୟ ଆମ୍ଭମାନଙ୍କୁ ଅସ୍ୱୀକାର କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଯଦି ଆମ୍ଭେମାନେ ଧୈର୍ଯ୍ୟ ଧରି ସହ୍ୟ କରୁ, ତେବେ ତାହାଙ୍କ ସହିତ ମଧ୍ୟ ଶାସନ କରିବା; ଯଦି ଆମ୍ଭେମାନେ ତାହାଙ୍କୁ ଅସ୍ୱୀକାର କରୁ, ତେବେ ସେ ମଧ୍ୟ ଆମ୍ଭମାନଙ୍କୁ ଅସ୍ୱୀକାର କରିବେ; Viz kapitolaପବିତ୍ର ବାଇବଲ12 ଯଦି ଆମ୍ଭେ ଯାତନା ସହିବା, ତା'ହେଲେ ଆମ୍ଭେ ତାଙ୍କ ସହିତ ଶାସନ କରିବା। ଯଦି ଆମ୍ଭେ ତାଙ୍କୁ ଗ୍ରହଣ କରିବା ପାଇଁ ମନା କରିବା, ତା'ହେଲେ ସେ ଆମ୍ଭକୁ ଗ୍ରହଣ କରିବା ପାଇଁ ମନା କରିବେ। Viz kapitola |