୨ ତୀମଥି 2:13 - ଓଡିଆ ବାଇବେଲ13 ଯେବେ ଆମ୍ଭେମାନେ, ଅବିଶ୍ୱସ୍ତ ହେଉ, ତେବେ ସୁଦ୍ଧା ସେ (ଯୀଶୁ) ସର୍ବଦା ବିଶ୍ୱସ୍ତ, କାରଣ ସେ ଆପଣାକୁ ଅସ୍ୱୀକାର କରି ପାରନ୍ତି ନାହିଁ । Viz kapitolaପବିତ୍ର ବାଇବଲ (Re-edited) - (BSI)13 ଯେବେ ଆମ୍ଭେମାନେ ଅବିଶ୍ଵସ୍ତ ହେଉ, ତେବେ ସୁଦ୍ଧା ସେ ସର୍ବଦା ବିଶ୍ଵସ୍ତ, କାରଣ ସେ ଆପଣାକୁ ଅସ୍ଵୀକାର କରି ପାରନ୍ତି ନାହିଁ। Viz kapitolaପବିତ୍ର ବାଇବଲ (CL) NT (BSI)13 କିନ୍ତୁ ତାଙ୍କ ପ୍ରତି ଆମ୍ଭେମାନେ ଅବିଶ୍ୱସ୍ତ ହେଲେ ମଧ୍ୟ, ସେ ସଦା ବିଶ୍ୱସ୍ତ ରହିବେ, କାରଣ ସେ ନିଜ ବିରୁଦ୍ଧରେ ମିଥ୍ୟାଚରଣ କରି ପାରିବେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଯେବେ ଆମ୍ଭେମାନେ, ଅବିଶ୍ୱସ୍ତ ହେଉ, ତେବେ ସୁଦ୍ଧା ସେ ସର୍ବଦା ବିଶ୍ୱସ୍ତ, କାରଣ ସେ ଆପଣାକୁ ଅସ୍ୱୀକାର କରିପାରନ୍ତି ନାହିଁ। Viz kapitolaପବିତ୍ର ବାଇବଲ13 ଯଦି ଆମ୍ଭେ ବିଶ୍ୱସ୍ତ ନ ହେଉ, ତଥାପି ସେ ବିଶ୍ୱସ୍ତ ହୋଇ ରହିବେ। କାରଣ ସେ ନିଜ ପାଇଁ ଅସତ୍ ହୋଇପାରିବେ ନାହିଁ। Viz kapitola |