୨ ତୀମଥି 2:15 - ଓଡିଆ ବାଇବେଲ15 ସତ୍ୟ ବାକ୍ୟ ଯଥାର୍ଥରୂପେ ବ୍ୟବହାର କରି, ଯେଉଁ କାର୍ଯ୍ୟକାରୀର ଲଜ୍ଜା ବୋଧ କରିବା ଆବଶ୍ୟକ ନୁହେଁ, ତାହାର ପରି ଈଶ୍ୱରଙ୍କ ନିକଟରେ ଆପଣାକୁ ପରୀକ୍ଷାସିଦ୍ଧ ଦେଖାଇବାକୁ ଯତ୍ନ କର । Viz kapitolaପବିତ୍ର ବାଇବଲ (Re-edited) - (BSI)15 ସତ୍ୟବାକ୍ୟ ଯଥାର୍ଥ ରୂପେ ବ୍ୟବହାର କରି, ଯେଉଁ କାର୍ଯ୍ୟକାରୀର ଲଜ୍ଜା ବୋଧ କରିବା ଆବଶ୍ୟକ ନୁହେଁ, ତାହାର ପରି ଈଶ୍ଵରଙ୍କ ନିକଟରେ ଆପଣାକୁ ପରୀକ୍ଷାସିଦ୍ଧ ଦେଖାଇବାକୁ ଯନି କର। Viz kapitolaପବିତ୍ର ବାଇବଲ (CL) NT (BSI)15 ତୁମେ ଲଜ୍ଜାବୋଧ ନ କରି ଯଥାଶକ୍ତି ନିର୍ଭୁଲ ଭାବରେ ଈଶ୍ୱରଙ୍କ ସତ୍ୟବାର୍ତ୍ତା ପରିବେଷଣ କର; ତାହାହେଲେ, ଜଣେ ବିଶ୍ୱସ୍ତ କର୍ମୀ ରୂପେ ତୁମେ ଈଶ୍ୱରଙ୍କ ପୂର୍ଣ୍ଣ ସମର୍ଥନ ଲାଭ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସତ୍ୟ ବାକ୍ୟ ଯଥାର୍ଥ ରୂପେ ବ୍ୟବହାର କରି, ଯେଉଁ କାର୍ଯ୍ୟକାରୀ ଲଜ୍ଜା ବୋଧ କରିବା ଆବଶ୍ୟକ ନୁହେଁ, ତାହାର ପରି ଈଶ୍ବରଙ୍କ ନିକଟରେ ଆପଣାକୁ ପରୀକ୍ଷାସିଦ୍ଧ ଦେଖାଇବାକୁ ଯତ୍ନ କର। Viz kapitolaପବିତ୍ର ବାଇବଲ15 ପରମେଶ୍ୱରଙ୍କ ସୁଗ୍ରାହ୍ୟ ବ୍ୟକ୍ତି ହେବା ଲାଗି ଯଥାସାଧ୍ୟ ଚେଷ୍ଟା କର। ନିଜକୁ ତାହାଙ୍କଠାରେ ସମର୍ପଣ କର। ତାହାଙ୍କ କାମ ପାଇଁ କୌଣସି ପ୍ରକାର ଲଜ୍ଜାବୋଧ ନ କରି ଏପରି ସେବକ ହୁଅ ଯିଏ ସତ୍ଶିକ୍ଷା ଠିକ୍ ଭାବରେ କାମରେ ଲଗାଉଛି। Viz kapitola |