୨ ତୀମଥି 2:25 - ଓଡିଆ ବାଇବେଲ25 ତାହାହେଲେ କେଜାଣି ଈଶ୍ୱର ସେମାନଙ୍କୁ ସତ୍ୟ ସମ୍ବନ୍ଧରେ ଜ୍ଞାନ ପାଇବା ପାଇଁ ମନପରିବର୍ତ୍ତନରୂପ ବର ଦେବେ, Viz kapitolaପବିତ୍ର ବାଇବଲ (Re-edited) - (BSI)25 ଓ ସହିଷ୍ଣୁ ହେବା ଏବଂ ବିରୋଧୀମାନଙ୍କୁ ମୃଦୁ ଭାବରେ ଶାସନ କରିବା ଉଚିତ; ତାହାହେଲେ କେଜାଣି ଈଶ୍ଵର ସେମାନଙ୍କୁ ସତ୍ୟ ସମ୍ଵନ୍ଧରେ ଜ୍ଞାନପ୍ରାପ୍ତ ହେବା ପାଇଁ ମନପରିବର୍ତ୍ତନରୂପ ବର ଦେବେ , Viz kapitolaପବିତ୍ର ବାଇବଲ (CL) NT (BSI)25 ତାଙ୍କୁ ବିରୋଧ କରୁଥିବା ଲୋକମାନଙ୍କର ଦୋଷତ୍ରୁଟି ସେ ମୃଦୁ ଭାବରେ ଦର୍ଶାଇ ଦେଉଥିବେ, କାରଣ ଅନୁତାପ କରି ସତ୍ୟ ଉପଲବ୍ଧି କରିବାକୁ ହୁଏତ ଦିନେ ଈଶ୍ୱର ସେମାନଙ୍କୁ ଅବକାଶ ଦେବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ତାହାହେଲେ କେଜାଣି ଈଶ୍ବର ସେମାନଙ୍କୁ ସତ୍ୟ ସମ୍ବନ୍ଧରେ ଜ୍ଞାନ ପାଇବା ପାଇଁ ମନ-ପରିବର୍ତ୍ତନରୂପ ବର ଦେବେ, Viz kapitolaପବିତ୍ର ବାଇବଲ25 ଯେଉଁମାନେ ତାଙ୍କୁ ବିରୋଧ କରନ୍ତି, ସେମାନଙ୍କୁ ଭଦ୍ର ଭାବରେ ଶିଖାଇବା ଉଚିତ୍। ହୁଏତ ପରମେଶ୍ୱର ସେମାନଙ୍କ ହୃଦୟରେ ଗୋଟିଏ ପରିବର୍ତ୍ତନ ପ୍ରଦାନ କରିବେ, ଯାହାଦ୍ୱାରା ସେମାନେ ସତ୍ୟକୁ ଗ୍ରହଣ କରିବେ। Viz kapitola |