୨ ତୀମଥି 4:6 - ଓଡିଆ ବାଇବେଲ6 କାରଣ ଏବେ ହେଁ ମୋହର ପ୍ରାଣ ଆହୂତି ପରି ଢଳା ଯାଉଅଛି, ମୋହର ମହାପ୍ରୟାଣର ସମୟ ଉପସ୍ଥିତ । Viz kapitolaପବିତ୍ର ବାଇବଲ (Re-edited) - (BSI)6 କାରଣ ଏବେ ହେଁ ମୋʼର ପ୍ରାଣ ଆହୁତି ପରି ଢଳାଯାଉଅଛି, ମୋହର ମହାପ୍ରୟାଣର ସମୟ ଉପସ୍ଥିତ। Viz kapitolaପବିତ୍ର ବାଇବଲ (CL) NT (BSI)6 ମୋର ଜୀବନକୁ ବଳି ଦେଇ ଏଇ ମରଧାମ ତ୍ୟାଗ କରିବାର ବେଳ ଆସିଲାଣି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 କାରଣ ଏବେ ହେଁ ମୋହର ପ୍ରାଣ ଆହୂତି ପରି ଢଳା ଯାଉଅଛି, ମୋହର ମହାପ୍ରୟାଣର ସମୟ ଉପସ୍ଥିତ। Viz kapitolaପବିତ୍ର ବାଇବଲ6 ମୋ’ ଜୀବନ ମୁଁ ପରମେଶ୍ୱରଙ୍କୁ ଉତ୍ସର୍ଗ କରିଦେଇଛି। ମୋ’ ପାଇଁ ଏ ସଂସାର ଛାଡ଼ିବାର ସମୟ ଆସିଯାଇଛି। ମୁଁ ଉତ୍ତମ ଯୁଦ୍ଧ ଲଢ଼ିଛି। Viz kapitola |