୩ ଯୋହନ 1:11 - ଓଡିଆ ବାଇବେଲ11 ପ୍ରିୟ ବନ୍ଧୁ, ତୁମ୍ଭେ ଦୁଷ୍କର୍ମର ଅନୁକାରୀ ନ ହୋଇ ସତ୍କର୍ମର ଅନୁକାରୀ ହୁଅ । ଯେ ସତ୍କର୍ମ କରେ, ସେ ଈଶ୍ୱରଙ୍କଠାରୁ ଜାତ; ଯେ ଦୁଷ୍କର୍ମ କରେ, ସେ ଈଶ୍ୱରଙ୍କୁ ଦର୍ଶନ କରି ନାହିଁ । Viz kapitolaପବିତ୍ର ବାଇବଲ (Re-edited) - (BSI)11 ପ୍ରିୟ ବନ୍ଧୁ, ତୁମ୍ଭେ ଦୁଷ୍କର୍ମର ଅନୁକାରୀ ନ ହୋଇ ସତ୍କର୍ମର ଅନୁକାରୀ ହୁଅ। ଯେ ସତ୍କର୍ମ କରେ, ସେ ଈଶ୍ଵରଙ୍କଠାରୁ ଜାତ; ଯେ ଦୁଷ୍କର୍ମ କରେ, ସେ ଈଶ୍ଵରଙ୍କୁ ଦର୍ଶନ କରି ନାହିଁ। Viz kapitolaପବିତ୍ର ବାଇବଲ (CL) NT (BSI)11 ପ୍ରିୟ ବନ୍ଧୁ, କୁଆଦର୍ଶକୁ ଅନୁକରଣ କର ନାହିଁ କେବଳ ସୁଆଦର୍ଶକୁ ଗ୍ରହଣ କର। ଯେ ସତ୍କାର୍ଯ୍ୟ କରେ, ସେ ଈଶ୍ୱରଙ୍କ ଲୋକ: ଯେ ଅସତ୍ କାର୍ଯ୍ୟ କରେ, ସେ ଈଶ୍ୱରଙ୍କୁ ଜାଣେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପ୍ରିୟ ବନ୍ଧୁ, ତୁମ୍ଭେ ଦୁଷ୍କର୍ମର ଅନୁକାରୀ ନ ହୋଇ ସତ୍କର୍ମର ଅନୁକାରୀ ହୁଅ। ଯେ ସତ୍କର୍ମ କରେ, ସେ ଈଶ୍ବରଙ୍କଠାରୁ ଜାତ; ଯେ ଦୁଷ୍କର୍ମ କରେ, ସେ ଈଶ୍ବରଙ୍କୁ ଦର୍ଶନ କରି ନାହିଁ। Viz kapitolaପବିତ୍ର ବାଇବଲ11 ମୋର ପ୍ରିୟ ବନ୍ଧୁ, ମନ୍ଦ ବିଷୟକୁ ଅନୁସରଣ କର ନାହିଁ, କିନ୍ତୁ ଉତ୍ତମ ବିଷୟର ଅନୁଗାମୀ ହୁଅ। ଉତ୍ତମ କାର୍ଯ୍ୟ କରୁଥିବା ବ୍ୟକ୍ତି ପରମେଶ୍ୱରଙ୍କ ପାଖରୁ ଆସିଥାଏ। କିନ୍ତୁ ମନ୍ଦ କାର୍ଯ୍ୟ କରୁଥିବା ବ୍ୟକ୍ତି ପରମେଶ୍ୱରଙ୍କୁ କେବେ ଦେଖି ନାହିଁ। Viz kapitola |