୩ ଯୋହନ 1:15 - ଓଡିଆ ବାଇବେଲ15 ତୁମ୍ଭ ପ୍ରତି ଶାନ୍ତି ହେଉ; ମିତ୍ରମାନେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି । ପ୍ରତ୍ୟେକଙ୍କ ନାମ ଘେନି ମିତ୍ରମାନଙ୍କୁ ନମସ୍କାର ଜଣାଅ । Viz kapitolaପବିତ୍ର ବାଇବଲ (Re-edited) - (BSI)15 ତୁମ୍ଭ ପ୍ରତି ଶାନ୍ତି ହେଉ; ମିତ୍ରମାନେ ତୁମ୍ଭକୁ ନମସ୍କାର ଜଣାଉ ଅଛନ୍ତି। ପ୍ରତ୍ୟେକଙ୍କ ନାମ ଘେନି ମିତ୍ରମାନଙ୍କୁ ନମସ୍କାର ଜଣାଅ। Viz kapitolaପବିତ୍ର ବାଇବଲ (CL) NT (BSI)15 ତୁମେ ଶାନ୍ତିରେ ରୁହ, ତୁମର ବନ୍ଧୁମାନେ ସମସ୍ତେ ତୁମକୁ ଶୁଭେଚ୍ଛା ଜଣାଉଛନ୍ତି। ଆମର ସବୁ ବନ୍ଧୁମାନଙ୍କୁ ବ୍ୟକ୍ତିଗତ ଭାବରେ ନମସ୍କାର ଜଣାଇବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତୁମ୍ଭ ପ୍ରତି ଶାନ୍ତି ହେଉ; ମିତ୍ରମାନେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି। ପ୍ରତ୍ୟେକଙ୍କ ନାମ ଘେନି ମିତ୍ରମାନଙ୍କୁ ନମସ୍କାର ଜଣାଅ। Viz kapitolaପବିତ୍ର ବାଇବଲ15 ତୁମ୍ଭ ପ୍ରତି ଶାନ୍ତି ହେଉ। ମୋର ଏଠାରେ ଥିବା ବନ୍ଧୁମାନେ ତୁମ୍ଭ ପାଖକୁ ସେମାନଙ୍କର ପ୍ରେମ ଜଣାଉଛନ୍ତି। ଦୟାକରି ଆମ୍ଭର ପ୍ରେମ ସେଠାରେ ଥିବା ପ୍ରତ୍ୟେକ ବନ୍ଧୁଙ୍କୁ ଜଣାଇବ। Viz kapitola |