୩ ଯୋହନ 1:9 - ଓଡିଆ ବାଇବେଲ9 ମୁଁ ମଣ୍ଡଳୀ ନିକଟକୁ କିଛି ଲେଖିଲି; ମାତ୍ର ଦୀୟତ୍ରଫା ମଣ୍ଡଳୀ ମଧ୍ୟରେ ପ୍ରଧାନ ହେବାକୁ ଭଲ ପାଇ ଆମ୍ଭମାନଙ୍କୁ ଅଗ୍ରାହ୍ୟ କରେ । Viz kapitolaପବିତ୍ର ବାଇବଲ (Re-edited) - (BSI)9 ମୁଁ ମଣ୍ତଳୀ ନିକଟକୁ କିଛି ଲେଖିଲି; ମାତ୍ର ଦୀୟତ୍ରଫା ମଣ୍ତଳୀ ମଧ୍ୟରେ ପ୍ରଧାନ ହେବାକୁ ଭଲ ପାଇ ଆମ୍ଭମାନଙ୍କୁ ଅଗ୍ରାହ୍ୟ କରେ। Viz kapitolaପବିତ୍ର ବାଇବଲ (CL) NT (BSI)9 ମୁଁ ତୁମ ମଣ୍ଡଳୀକି ଗୋଟିଏ ଛୋଟ ପତ୍ର ଲେଖିଥିଲି, କିନ୍ତୁ ମଣ୍ଡଳୀର ନେତା ହେବାକୁ ଇଚ୍ଛା କରୁଥିବା ଡାୟୋଟ୍ରେଫିସ୍ ମୋର କଥାକୁ ଭ୍ରୂକ୍ଷେପ କରି ନାହାଁନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ମୁଁ ମଣ୍ଡଳୀ ନିକଟକୁ କିଛି ଲେଖିଲି; ମାତ୍ର ଦୀୟତ୍ରଫା ମଣ୍ଡଳୀ ମଧ୍ୟରେ ପ୍ରଧାନ ହେବାକୁ ଭଲ ପାଇ ଆମ୍ଭମାନଙ୍କୁ ଅଗ୍ରାହ୍ୟ କରେ। Viz kapitolaପବିତ୍ର ବାଇବଲ9 ମୁଁ ମଣ୍ଡଳୀକୁ ଗୋଟିଏ ପତ୍ର ଲେଖିଥିଲି। କିନ୍ତୁ ଦିୟତ୍ରଫା ଆମ୍ଭ କଥା ଶୁଣିବା ପାଇଁ ରାଜି ନୁହେଁ। ସେ ସର୍ବଦା ସେଠାରେ ନେତା ହୋଇ ରହିବା ପାଇଁ ଗ୍ଭହେଁ। Viz kapitola |