ପ୍ରେରିତ 1:15 - ଓଡିଆ ବାଇବେଲ15 ସେହି ସମୟରେ ପିତର ଭାଇମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ; (ସେଠାରେ ଯୀଶୁଙ୍କର ଅନୁଗତ ପ୍ରାୟ ଶହେ କୋଡ଼ିଏ ଜଣ ଥିଲେ), Viz kapitolaପବିତ୍ର ବାଇବଲ (Re-edited) - (BSI)15 ସେହି ସମୟରେ ପିତର ଭାଇମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ (ସେତେବେଳେ ପ୍ରାୟ ଶହେ କୋଡ଼ିଏ ଜଣ ଏକତ୍ର ଥିଲେ), Viz kapitolaପବିତ୍ର ବାଇବଲ (CL) NT (BSI)15 କିଛିଦିନ ପରେ ପ୍ରାୟ ଏକଶହ କୋଡ଼ିଏ ଜଣ ବିଶ୍ୱାସୀମାନଙ୍କ ଏକ ସଭାରେ ପିତର ଛିଡ଼ା ହୋଇ କହିଲେ: Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସେହି ସମୟରେ ପିତର ଭାଇମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ; (ସେଠାରେ ଯୀଶୁଙ୍କର ଅନୁଗତ ପ୍ରାୟ ଶହେ କୋଡ଼ିଏ ଜଣ ଥିଲେ), Viz kapitolaପବିତ୍ର ବାଇବଲ15 ସେହି ସମୟରେ ସେଠାରେ ପ୍ରାୟ ଶହେକୋଡ଼ିଏ ଜଣ ବିଶ୍ୱାସୀ ଏକତ୍ର ହୋଇଥିଲେ। ପିତର ସେମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ, Viz kapitola |