ପ୍ରେରିତ 1:24 - ଓଡିଆ ବାଇବେଲ24 "ହେ ପ୍ରତ୍ୟେକ ହୃଦୟକୁ ଜାଣିବାର ପ୍ରଭୁ, ଯିହୂଦା ନିଜ ଉପଯୁକ୍ତ ସ୍ଥାନକୁ ଯିବା ନିମନ୍ତେ ଏହି ଯେଉଁ ସେବା ଓ ପ୍ରେରିତ ପଦରୁ ପତିତ ହୋଇଅଛି, Viz kapitolaପବିତ୍ର ବାଇବଲ (Re-edited) - (BSI)24 ହେ ସର୍ବାନ୍ତର୍ଯ୍ୟାମୀ ପ୍ରଭୁ, ଯିହୂଦା ସ୍ଵସ୍ଥାନକୁ ଯିବା ନିମନ୍ତେ ଏହି ଯେଉଁ ସେବା ଓ ପ୍ରେରିତପଦରୁ ପତିତ ହୋଇଅଛି, Viz kapitolaପବିତ୍ର ବାଇବଲ (CL) NT (BSI)24 ପୁଣି ପ୍ରାର୍ଥନା କଲେ, “ପ୍ରଭୁ, ତୁମେ ପ୍ରତ୍ୟେକର ଚିନ୍ତା ଜାଣ। ଯିହୁଦା ଯେଉଁ ସ୍ଥାନରେ ରହିବା ଉପଯୁକ୍ତ, ସେଠାକୁ ଚାଲିଯିବା ପରେ, ତାହା ସ୍ଥାନରେ ତୁମ ଦ୍ୱାରା ମନୋନୀତ ଏହି ଦୁଇଜଣଙ୍କ ମଧ୍ୟରୁ କିଏ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 “ହେ ସର୍ବାନ୍ତର୍ଯ୍ୟାମୀ ପ୍ରଭୁ, ଯିହୂଦା ନିଜ ଉପଯୁକ୍ତ ସ୍ଥାନକୁ ଯିବା ନିମନ୍ତେ ଏହି ଯେଉଁ ସେବା ଓ ପ୍ରେରିତ ପଦରୁ ପତିତ ହୋଇଅଛି, Viz kapitolaପବିତ୍ର ବାଇବଲ24 ପୁଣି ପ୍ରେରିତମାନେ ପରମେଶ୍ୱରଙ୍କୁ ପ୍ରାର୍ଥନା କଲେ, “ପ୍ରଭୁ, ତୁମ୍ଭେ ସମସ୍ତଙ୍କ ମନକଥା ଜାଣିଛ। ଏହି ସେବା କାର୍ଯ୍ୟ ଓ ପ୍ରେରିତ ପଦ ଛାଡ଼ିଦେଇ ଯିହୂଦା ନିଜ ସ୍ଥାନକୁ ଗ୍ଭଲିଯାଇଛି। Viz kapitola |