ପ୍ରେରିତ 1:6 - ଓଡିଆ ବାଇବେଲ6 ଅତଏବ, ସେମାନେ ଏକତ୍ର ହୋଇ ତାହାଙ୍କୁ ପଚାରିବାକୁ ଲାଗିଲେ; "ହେ ପ୍ରଭୁ, ଆପଣ କଣ ଏହି ସମୟରେ ଇସ୍ରାଏଲ ହସ୍ତରେ ପୁନର୍ବାର ରାଜ୍ୟଭାର ସମର୍ପଣ କରୁଅଛନ୍ତି ?" Viz kapitolaପବିତ୍ର ବାଇବଲ (Re-edited) - (BSI)6 ଅତଏବ, ସେମାନେ ଏକତ୍ର ହୋଇ ତାହାଙ୍କୁ ପଚାରିବାକୁ ଲାଗିଲେ, ହେ ପ୍ରଭୁ, ଆପଣ କଅଣ ଏହି ସମୟରେ ଇସ୍ରାଏଲ ହସ୍ତରେ ପୁନର୍ବାର ରାଜ୍ୟଭାର ସମର୍ପଣ କରୁ ଅଛନ୍ତି? Viz kapitolaପବିତ୍ର ବାଇବଲ (CL) NT (BSI)6 ଦିନେ ପ୍ରେରିତ ଶିଷ୍ୟମାନେ ଏକତ୍ର ଥିବାବେଳେ ଯୀଶୁଙ୍କୁ ପଚାରିଲେ, “ପ୍ରଭୁ, ଆପଣ କ’ଣ ବର୍ତ୍ତମାନ ଇଶ୍ରାୟେଲୀୟମାନଙ୍କୁ ସେମାନଙ୍କ ରାଜ୍ୟ ଫେରାଇ ଦେବେ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଅତଏବ, ସେମାନେ ଏକତ୍ର ହୋଇ ତାହାଙ୍କୁ ପଚାରିବାକୁ ଲାଗିଲେ; “ହେ ପ୍ରଭୁ, ଆପଣ କଣ ଏହି ସମୟରେ ଇସ୍ରାଏଲ ହସ୍ତରେ ପୁନର୍ବାର ରାଜ୍ୟଭାର ସମର୍ପଣ କରୁଅଛନ୍ତି?” Viz kapitolaପବିତ୍ର ବାଇବଲ6 ପ୍ରେରିତମାନେ ଏକାଠି ହୋଇ ଯୀଶୁଙ୍କୁ ପଗ୍ଭରିଲେ, “ପ୍ରଭୁ, ଆପଣ ଇସ୍ରାଏଲମାନଙ୍କୁ ସେମାନଙ୍କର ରାଜ୍ୟ ଏହି ସମୟରେ ପୁନର୍ବାର ଦେଉଅଛନ୍ତି କି?” Viz kapitola |