ପ୍ରେରିତ 10:13 - ଓଡିଆ ବାଇବେଲ13 ଆଉ, ତାହାଙ୍କ ପ୍ରତି ଏହି ବାଣୀ ହେଲା, ହେ ପିତର, ଉଠ, ବଧ କରି ଖାଅ । Viz kapitolaପବିତ୍ର ବାଇବଲ (Re-edited) - (BSI)13 ଆଉ, ତାଙ୍କ ପ୍ରତି ଏହି ବାଣୀ ହେଲା, ହେ ପିତର, ଉଠ, ବଧ କରି ଭୋଜନ କର। Viz kapitolaପବିତ୍ର ବାଇବଲ (CL) NT (BSI)13 ପୁଣି ସେ ଗୋଟିଏ ବାଣୀ ଶୁଣିଲେ, “ପିତର! ଉଠ, ବଧ କରି ଖାଅ!” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆଉ, ତାହାଙ୍କ ପ୍ରତି ଏହି ବାଣୀ ହେଲା, “ହେ ପିତର, ଉଠ, ବଧ କରି ଖାଅ।” Viz kapitolaପବିତ୍ର ବାଇବଲ13 ତା'ପରେ ତାହାଙ୍କୁ ଗୋଟିଏ ବାଣୀ ଶୁଭିଲା, “ପିତର, ଉଠ, ଏହି ପଶୁମାନଙ୍କ ମଧ୍ୟରୁ ଯେକୌଣସିଟିକୁ ମାର ଓ ଖାଅ।” Viz kapitola |