ପ୍ରେରିତ 10:16 - ଓଡିଆ ବାଇବେଲ16 ଏହି ପ୍ରକାର ତିନି ଥର ହେଲା, ଆଉ ସଙ୍ଗେ ସଙ୍ଗେ ସେହି ପାତ୍ରଟି ଆକାଶକୁ ଉଠାଇ ନିଆଗଲା । Viz kapitolaପବିତ୍ର ବାଇବଲ (Re-edited) - (BSI)16 ଏହି ପ୍ରକାର ତିନି ଥର ହେଲା, ଆଉ ତତ୍କ୍ଷଣାତ୍ ସେହି ପାତ୍ରଟି ଆକାଶକୁ ଉଠାଇ ନିଆଗଲା। Viz kapitolaପବିତ୍ର ବାଇବଲ (CL) NT (BSI)16 ତିନିଥର ଏପରି ହେବା ପରେ, ଚାଦରଟି ଆକାଶକୁ ଉଠାଇ ନିଆଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏହି ପ୍ରକାର ତିନି ଥର ହେଲା, ଆଉ ସଙ୍ଗେ ସଙ୍ଗେ ସେହି ପାତ୍ରଟି ଆକାଶକୁ ଉଠାଇ ନିଆଗଲା। Viz kapitolaପବିତ୍ର ବାଇବଲ16 ଏହିପରି ତିନିଥର ହେବାପରେ ସେ ଜିନିଷଟି ହଠାତ୍ ସ୍ୱର୍ଗକୁ ଉଠି ଗ୍ଭଲିଗଲା। Viz kapitola |