ପ୍ରେରିତ 10:19 - ଓଡିଆ ବାଇବେଲ19 ପିତର ସେହି ଦର୍ଶନ ବିଷୟ ଚିନ୍ତା କରୁଥିବା ସମୟରେ ଆତ୍ମା ତାହାଙ୍କୁ କହିଲେ, ଦେଖ, ତିନି ଜଣ ଲୋକ ତୁମ୍ଭକୁ ଖୋଜୁଅଛନ୍ତି । Viz kapitolaପବିତ୍ର ବାଇବଲ (Re-edited) - (BSI)19 ପିତର ସେହି ଦର୍ଶନ ବିଷୟ ଚିନ୍ତା କରୁଥିବା ସମୟରେ ଆତ୍ମା ତାଙ୍କୁ କହିଲେ, ଦେଖ, ତିନି ଜଣ ଲୋକ ତୁମ୍ଭକୁ ଖୋଜୁଅଛନ୍ତି। Viz kapitolaପବିତ୍ର ବାଇବଲ (CL) NT (BSI)19 ପିତର ସେ ପର୍ଯ୍ୟନ୍ତ ଦର୍ଶନର ଅର୍ଥ ବୁଝିବା ପାଇଁ ଚେଷ୍ଟା କରୁଥିଲେ, ଏହି ସମୟରେ ପବିତ୍ରଆତ୍ମା କହିଲେ, “ଦେଖ, ଏଠାରେ ତିନିଜଣ ଲୋକ ତୁମକୁ ଖୋଜୁଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ପିତର ସେହି ଦର୍ଶନ ବିଷୟ ଚିନ୍ତା କରୁଥିବା ସମୟରେ ଆତ୍ମା ତାହାଙ୍କୁ କହିଲେ, ଦେଖ, ତିନି ଜଣ ଲୋକ ତୁମ୍ଭକୁ ଖୋଜୁଅଛନ୍ତି। Viz kapitolaପବିତ୍ର ବାଇବଲ19 ସେପର୍ଯ୍ୟନ୍ତ ପିତର ସେହି ଦର୍ଶନ ବିଷୟରେ ଚିନ୍ତା କରୁଥିଲେ। ସେହି ସମୟରେ ପବିତ୍ରଆତ୍ମା ତାହାଙ୍କୁ କହିଲେ, “ଶୁଣ, ତିନି ଜଣ ଲୋକ ତୁମ୍ଭକୁ ଖୋଜୁଛନ୍ତି। Viz kapitola |