ପ୍ରେରିତ 10:21 - ଓଡିଆ ବାଇବେଲ21 ସେଥିରେ ପିତର ସେହି ଲୋକମାନଙ୍କ ନିକଟକୁ ଓହ୍ଲାଇ ଆସି କହିଲେ, ଦେଖ, ତୁମ୍ଭେମାନେ ଯାହାକୁ ଖୋଜୁଅଛ, ମୁଁ ସେହି । ତୁମ୍ଭମାନଙ୍କ ଆସିବାର କାରଣ କ'ଣ ? Viz kapitolaପବିତ୍ର ବାଇବଲ (Re-edited) - (BSI)21 ସେଥିରେ ପିତର ସେହି ଲୋକମାନଙ୍କ ନିକଟକୁ ଓହ୍ଲାଇଆସି କହିଲେ, ଦେଖ, ତୁମ୍ଭେମାନେ ଯାହାକୁ ଖୋଜୁଅଛ, ମୁଁ ସେହି। ତୁମ୍ଭମାନଙ୍କ ଆସିବାର କାରଣ କଅଣ? Viz kapitolaପବିତ୍ର ବାଇବଲ (CL) NT (BSI)21 ପିତର ତଳକୁ ଯାଇ ସେହି ଲୋକମାନଙ୍କୁ କହିଲେ, “ତୁମେ ଯାହାଙ୍କୁ ଖୋଜୁଛ, ମୁଁ ସେହି। ତୁମ୍ଭେମାନେ କାହିଁକି ଆସିଛ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ସେଥିରେ ପିତର ସେହି ଲୋକମାନଙ୍କ ନିକଟକୁ ଓହ୍ଲାଇ ଆସି କହିଲେ, ଦେଖ, ତୁମ୍ଭେମାନେ ଯାହାକୁ ଖୋଜୁଅଛ, ମୁଁ ସେହି। ତୁମ୍ଭମାନଙ୍କ ଆସିବାର କାରଣ କଅଣ? Viz kapitolaପବିତ୍ର ବାଇବଲ21 ପିତର ତଳକୁ ଗଲେ ଓ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯାହାକୁ ଖୋଜୁଛ ମୁଁ ସେହି ଲୋକ। ତୁମ୍ଭେମାନେ ଏଠାକୁ କାହିଁକି ଆସିଛ?” Viz kapitola |