ପ୍ରେରିତ 10:6 - ଓଡିଆ ବାଇବେଲ6 ସେ ଶିମୋନ ନାମକ ଜଣେ ଚର୍ମକାରଙ୍କ ଅତିଥିସ୍ୱରୂପେ ବାସ କରୁଅଛନ୍ତି, ତାହାଙ୍କ ଘର ସମୁଦ୍ରକୂଳରେ । Viz kapitolaପବିତ୍ର ବାଇବଲ (Re-edited) - (BSI)6 ସେ ଶିମୋନ ନାମକ ଜଣେ ଚର୍ମକାରଙ୍କ ଅତିଥି ସ୍ଵରୂପେ ବାସ କରୁଅଛନ୍ତି, ତାଙ୍କ ଘର ସମୁଦ୍ର କୂଳରେ। Viz kapitolaପବିତ୍ର ବାଇବଲ (CL) NT (BSI)6 ସେ ସମୁଦ୍ର କୂଳରେ ବାସ କରୁଥିବା ଶିମୋନ ନାମକ ଜଣେ ଚର୍ମକାର ଘରେ ରହୁଛନ୍ତି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେ ଶିମୋନ ନାମକ ଜଣେ ଚର୍ମକାରକଙ୍କ ଅତିଥି ସ୍ୱରୂପେ ବାସ କରୁଅଛନ୍ତି, ତାହାଙ୍କ ଘର ସମୁଦ୍ରକୂଳରେ। Viz kapitolaପବିତ୍ର ବାଇବଲ6 ପିତର ସମୁଦ୍ରକୂଳ ପାଖରେ ରହୁଥିବା ଶିମୋନ ନାମକ ଜଣେ ଚମାର ସଙ୍ଗେ ରହୁଛନ୍ତି।” Viz kapitola |