ପ୍ରେରିତ 11:13 - ଓଡିଆ ବାଇବେଲ13 ସେ କିପରି ଜଣେ ଦୂତଙ୍କର ଦର୍ଶନ ପାଇଥିଲେ, ତାହା ଆମ୍ଭମାନଙ୍କୁ ଜଣାଇଲେ, ସେହି ଦୂତ କିପରି ତାହାଙ୍କ ଗୃହରେ ଠିଆ ହୋଇ କହିଲେ, ଯାଫୋକୁ ଲୋକ ପଠାଇ ପିତର ଉପନାମପ୍ରାପ୍ତ ଶିମୋନଙ୍କୁ ଡକାଇ ଆଣ; Viz kapitolaପବିତ୍ର ବାଇବଲ (Re-edited) - (BSI)13 ସେ କିପରି ଜଣେ ଦୂତଙ୍କର ଦର୍ଶନ ପାଇଥିଲେ, ତାହା ଆମ୍ଭମାନଙ୍କୁ ଜଣାଇଲେ, ସେହି ଦୂତ କିପରି ତାଙ୍କ ଗୃହରେ ଠିଆ ହୋଇ କହିଲେ, ଯାଫୋକୁ ଲୋକ ପଠାଇ ପିତର ଉପନାମପ୍ରାପ୍ତ ଶିମୋନଙ୍କୁ ଡକାଇ ଆଣ; Viz kapitolaପବିତ୍ର ବାଇବଲ (CL) NT (BSI)13 ତାଙ୍କ ଘରେ ସେ କିପରି ସ୍ୱର୍ଗଦୂତଙ୍କ ଦର୍ଶନ ପାଇଥିଲେ, ସେ ବିଷୟ ଆମକୁ ଜଣାଇଲେ। ସ୍ୱର୍ଗଦୂତ ତାଙ୍କୁ କହିଥିଲେ, “ଯୋପ୍ପାରେ ଥିବା ଶିମୋନ ପିତର ନାମରେ ଜଣେ ବ୍ୟକ୍ତିଙ୍କୁ ଆଣିବା ପାଇଁ ଲୋକ ପଠାଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସେ କିପରି ଜଣେ ଦୂତଙ୍କର ଦର୍ଶନ ପାଇଥିଲେ, ତାହା ଆମ୍ଭମାନଙ୍କୁ ଜଣାଇଲେ, ସେହି ଦୂତ କିପରି ତାହାଙ୍କ ଗୃହରେ ଠିଆ ହୋଇ କହିଲେ, ଯାଫୋ ସହରକୁ ଲୋକ ପଠାଇ ପିତର ଉପନାମପ୍ରାପ୍ତ ଶିମୋନଙ୍କୁ ଡକାଇ ଆଣ; Viz kapitolaପବିତ୍ର ବାଇବଲ13 କର୍ଣ୍ଣୀଲିୟ କିପରି ତାହାଙ୍କ ଘରେ ଜଣେ ସ୍ୱର୍ଗଦୂତଙ୍କୁ ଦେଖିଲେ, ସେହିସବୁ ଆମ୍ଭକୁ କହିଲେ। ଏହି ଦୂତ ତାହାଙ୍କୁ କହିଲେ, ‘ଯାଫୋ ନଗରକୁ ଲୋକ ପଠାଇ ପିତର ନାମରେ ପରିଚିତ ଶିମୋନଙ୍କୁ ଆଣ। Viz kapitola |