ପ୍ରେରିତ 11:17 - ଓଡିଆ ବାଇବେଲ17 ଅତଏବ, ଆମ୍ଭେମାନେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ସମୟରେ ଈଶ୍ୱର ଯେପରି ଆମ୍ଭମାନଙ୍କୁ ଦାନ ଦେଇଥିଲେ, ସେହିପରି ଯେବେ ସେମାନଙ୍କୁ ସୁଦ୍ଧା ସମାନ ଦାନ ଦେଲେ, ମୁଁ କିଏ ଯେ ଈଶ୍ୱରଙ୍କୁ ପ୍ରତିରୋଧ କରି ପାରିଥାନ୍ତି ? Viz kapitolaପବିତ୍ର ବାଇବଲ (Re-edited) - (BSI)17 ଅତଏବ, ଆମ୍ଭେମାନେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ଵାସ କରିବା ସମୟରେ ଈଶ୍ଵର ଯେପରି ଆମ୍ଭମାନଙ୍କୁ ଦାନ ଦେଇଥିଲେ, ସେହିପରି ଯେବେ ସେମାନଙ୍କୁ ସୁଦ୍ଧା ସମାନ ଦାନ ଦେଲେ, ମୁଁ କିଏ ଯେ ଈଶ୍ଵରଙ୍କୁ ପ୍ରତିରୋଧ କରି ପାରିଥାʼନ୍ତି? Viz kapitolaପବିତ୍ର ବାଇବଲ (CL) NT (BSI)17 ଏହା ସୁସ୍ପଷ୍ଟ ଯେ ଆମେ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ଈଶ୍ୱର ଆମକୁ ଯେଉଁ ଦାନ ଦେଇଥିଲେ, ଅଣଇହୁଦୀମାନଙ୍କୁ ମଧ୍ୟ ସେହି ଦାନ ଦେଇଛନ୍ତି; ମୁଁ ବା କିଏ ଯେ ଈଶ୍ୱରଙ୍କ ଏହି କାର୍ଯ୍ୟକୁ ପ୍ରତିରୋଧ କରିବି!” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଅତଏବ, ଆମ୍ଭେମାନେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ସମୟରେ ଈଶ୍ବର ଯେପରି ଆମ୍ଭମାନଙ୍କୁ ଦାନ ଦେଇଥିଲେ, ସେହିପରି ଯେବେ ସେମାନଙ୍କୁ ସୁଦ୍ଧା ସମାନ ଦାନ ଦେଲେ, ମୁଁ କିଏ ଯେ ଈଶ୍ବରଙ୍କୁ ପ୍ରତିରୋଧ କରିପାରିଥାନ୍ତି? Viz kapitolaପବିତ୍ର ବାଇବଲ17 ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବାରୁ ପରମେଶ୍ୱର ଆମ୍ଭକୁ ଯେପରି ପବିତ୍ରଆତ୍ମା ଦାନ ଦେଇଥିଲେ, ସହିପରି ଯଦି ସେ ସେମାନଙ୍କୁ ସେହି ସମାନ ଦାନ ଦେଲେ, ତେବେ ମୁଁ ପରମେଶ୍ୱରଙ୍କ ମାର୍ଗରେ ବାଧା ଦେବା ପାଇଁ କିଏ?” Viz kapitola |