ପ୍ରେରିତ 11:21 - ଓଡିଆ ବାଇବେଲ21 ଆଉ ସେମାନଙ୍କ ସହିତ ପ୍ରଭୁଙ୍କର ହସ୍ତ ଥିଲା, ପୁଣି, ଅନେକ ଅନେକ ଲୋକ ବିଶ୍ୱାସ କରି ପ୍ରଭୁଙ୍କ ପ୍ରତି ଫେରିଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)21 ଆଉ, ସେମାନଙ୍କ ସହିତ ପ୍ରଭୁଙ୍କର ହସ୍ତ ଥିଲା, ପୁଣି ଅନେକ ଅନେକ ଲୋକ ବିଶ୍ଵାସ କରି ପ୍ରଭୁଙ୍କ ପ୍ରତି ଫେରିଲେ। Viz kapitolaପବିତ୍ର ବାଇବଲ (CL) NT (BSI)21 ଈଶ୍ୱରଙ୍କ ଶକ୍ତି ସେମାନଙ୍କ ସହିତ ଥିଲା ଓ ବହୁସଂଖ୍ୟକ ଲୋକ ବିଶ୍ୱାସ କରି ପ୍ରଭୁଙ୍କ ପ୍ରତି ମନ ଫେରାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଆଉ ସେମାନଙ୍କ ସହିତ ପ୍ରଭୁଙ୍କର ହସ୍ତ ଥିଲା, ପୁଣି, ଅନେକ ଅନେକ ଲୋକ ବିଶ୍ୱାସ କରି ପ୍ରଭୁଙ୍କ ପ୍ରତି ଫେରିଲେ। Viz kapitolaପବିତ୍ର ବାଇବଲ21 ପ୍ରଭୁ ସେହି ବିଶ୍ୱାସୀମାନଙ୍କୁ ସାହାଯ୍ୟ କରୁଥିଲେ। ତେଣୁ ଅନେକ ଲୋକ ବିଶ୍ୱାସ କଲେ ଓ ପ୍ରଭୁଙ୍କର ଅନୁଗମନ କଲେ। Viz kapitola |