ପ୍ରେରିତ 11:3 - ଓଡିଆ ବାଇବେଲ3 ତୁମ୍ଭେ ଅସୁନ୍ନତି ଲୋକମାନଙ୍କ ଗୃହରେ ପ୍ରବେଶ କରି ସେମାନଙ୍କ ସହିତ ଭୋଜନ କରିଅଛ । Viz kapitolaପବିତ୍ର ବାଇବଲ (Re-edited) - (BSI)3 ତୁମ୍ଭେ ଅସୁନ୍ନତି ଲୋକମାନଙ୍କ ଗୃହରେ ପ୍ରବେଶ କରି ସେମାନଙ୍କ ସହିତ ଭୋଜନ କରିଅଛ। Viz kapitolaପବିତ୍ର ବାଇବଲ (CL) NT (BSI)3 “ଆପଣ ଅସୁନ୍ନତ ଅଣଇହୁଦୀମାନଙ୍କ ଗୃହରେ ଅତିଥି ହେଲେ, ଏପରି କି ସେମାନଙ୍କ ସହିତ ଭୋଜନ କଲେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତୁମ୍ଭେ ଅସୁନ୍ନତି ବିଶ୍ୱାସୀମାନଙ୍କ ଗୃହରେ ପ୍ରବେଶ କରି ସେମାନଙ୍କ ସହିତ ଭୋଜନ କରିଅଛ। Viz kapitolaପବିତ୍ର ବାଇବଲ3 ସେମାନେ କହିଲେ, “ତୁମ୍ଭେ ସୁନ୍ନତ ନ ହୋଇଥିବା ଲୋକଙ୍କ ଘରକୁ ଯାଇଛ ଓ ସେମାନଙ୍କ ସହିତ ଭୋଜନ ମଧ୍ୟ କରିଛ।” Viz kapitola |