Online Bible

- Reklamy -




ପ୍ରେରିତ 11:9 - ଓଡିଆ ବାଇବେଲ

9 କିନ୍ତୁ ଦ୍ୱିତୀୟ ଥର ଆକାଶରୁ ଗୋଟିଏ ସ୍ୱର ଉତ୍ତର ଦେଲା, ଈଶ୍ୱର ଯାହା ଶୁଚି କରିଅଛନ୍ତି, ତୁମ୍ଭେ ତାହା ଅଶୁଚି ବୋଲି ନ କୁହ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 କିନ୍ତୁ ଦ୍ଵିତୀୟ ଥର ଆକାଶରୁ ଗୋଟିଏ ସ୍ଵର ଉତ୍ତର ଦେଲା, ଈଶ୍ଵର ଯାହା ଶୁଚି କରିଅଛନ୍ତି, ତୁମ୍ଭେ ତାହା ଅଶୁଚି ବୋଲି ନ କୁହ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

9 ସ୍ୱର୍ଗରୁ ଆଉ ଥରେ ଏହି ବାଣୀ ହେଲା, ‘ଈଶ୍ୱର ଯାହାକୁ ଶୁଚି କରିଛନ୍ତି, ତୁମେ ତାହାକୁ ଅଶୁଚି ମନେ କର ନାହିଁ।’

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 କିନ୍ତୁ ଦ୍ୱିତୀୟ ଥର ଆକାଶରୁ ଗୋଟିଏ ସ୍ୱର ଉତ୍ତର ଦେଲା, “ଈଶ୍ବର ଯାହା ଶୁଚି କରିଅଛନ୍ତି, ତୁମ୍ଭେ ତାହା ଅଶୁଚି ବୋଲି ନ କୁହ।”

Viz kapitola kopírovat

ପବିତ୍ର ବାଇବଲ

9 “ଏହି ସ୍ୱର ମୁଁ ସ୍ୱର୍ଗରୁ ଦ୍ୱିତୀୟ ଥର ପୁଣି ଶୁଣିଲି, ‘ପରମେଶ୍ୱର ଯାହାସବୁ ପବିତ୍ର କରିଛନ୍ତି, ତାହା ତୁମ୍ଭର ଅପବିତ୍ର ବୋଲି କହିବା ଉଚିତ୍ ନୁହେଁ।’

Viz kapitola kopírovat




ପ୍ରେରିତ 11:9

Následuj nás:

Reklamy


Reklamy