ପ୍ରେରିତ 12:11 - ଓଡିଆ ବାଇବେଲ11 ସେତେବେଳେ ପିତର ସଚେତନ ହୋଇ କହିଲେ, ପ୍ରଭୁ ଯେ ଆପଣା ଦୂତଙ୍କୁ ପଠାଇ ହେରୋଦଙ୍କ ହସ୍ତରୁ ଓ ଯିହୂଦୀ ଲୋକମାନଙ୍କ ସମସ୍ତ ଆକାଂକ୍ଷାରୁ ମୋତେ ଉଦ୍ଧାର କରିଅଛନ୍ତି, ଏହା ମୁଁ ଏବେ ନିଶ୍ଚୟ ଜାଣିଲି । Viz kapitolaପବିତ୍ର ବାଇବଲ (Re-edited) - (BSI)11 ସେତେବେଳେ ପିତର ସଚେତନ ହୋଇ କହିଲେ, ପ୍ରଭୁ ଯେ ଆପଣା ଦୂତଙ୍କୁ ପଠାଇ ହେରୋଦଙ୍କ ହସ୍ତରୁ ଓ ଯିହୁଦୀ ଲୋକମାନଙ୍କ ସମସ୍ତ ଆକାଂକ୍ଷାରୁ ମୋତେ ଉଦ୍ଧାର କରିଅଛନ୍ତି, ଏହା ମୁଁ ଏବେ ନିଶ୍ଚୟ ଜାଣିଲି। Viz kapitolaପବିତ୍ର ବାଇବଲ (CL) NT (BSI)11 ତା’ପରେ, ଯାହା ଘଟିଥିଲା, ପିତର ତାହା ଜାଣିପାରି କହିଲେ, “ଏହା ପ୍ରକୃତରେ ସତ୍ୟ ବୋଲି ମୁଁ ଜାଣିପାରୁଛି। ହେରୋଦର କବଳରୁ ଓ ଇହୁଦୀ ଲୋକମାନେ ଯାହା ଘଟିବ ବୋଲି ଆଶା କରିଥିଲେ, ତହିଁରୁ ମୋତେ ରକ୍ଷା କରିବା ପାଇଁ ପ୍ରଭୁ ସ୍ୱର୍ଗଦୂତଙ୍କୁ ପଠାଇଥିଲେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସେତେବେଳେ ପିତର ସଚେତନ ହୋଇ କହିଲେ, ପ୍ରଭୁ ଯେ ଆପଣା ଦୂତଙ୍କୁ ପଠାଇ ହେରୋଦଙ୍କ ହସ୍ତରୁ ଓ ଯିହୁଦୀ ଲୋକମାନଙ୍କ ସମସ୍ତ ଆକାଂକ୍ଷାରୁ ମୋତେ ଉଦ୍ଧାର କରିଅଛନ୍ତି, ଏହା ମୁଁ ଏବେ ନିଶ୍ଚୟ ଜାଣିଲି। Viz kapitolaପବିତ୍ର ବାଇବଲ11 ତା'ପରେ ପିତର ଜାଣି ପାରିଲେ ତାହାଙ୍କୁ ଯାହାସବୁ ଘଟିଗଲା ଏବଂ କହିଲେ, “ମୁଁ ବର୍ତ୍ତମାନ ଜାଣିଲି, ଏହା ପ୍ରକୃତରେ ସତ୍ୟ ଅଟେ। ପ୍ରଭୁ ପ୍ରକୃତରେ ତାହାଙ୍କ ସ୍ୱର୍ଗଦୂତଙ୍କୁ ପଠାଇ ହେରୋଦଙ୍କ କବଳରୁ ମୋତେ ଉଦ୍ଧାର କଲେ ଓ ଯିହୂଦୀୟମାନଙ୍କ ସମସ୍ତ ମନ୍ଦ ଆଶାକୁ ବ୍ୟର୍ଥ କଲେ।” Viz kapitola |