ପ୍ରେରିତ 12:8 - ଓଡିଆ ବାଇବେଲ8 ପୁଣି, ଦୂତ ତାହାଙ୍କୁ କହିଲେ, କଟି ବନ୍ଧନ କର ଓ ପାଦୁକା ପିନ୍ଧ । ସେ ସେପରି କଲେ । ଆଉ ସେ ତାହାଙ୍କୁ କହିଲେ, ଦେହରେ ଚାଦର ପକାଇ ମୋହର ପଛେ ପଛେ ଆସ । Viz kapitolaପବିତ୍ର ବାଇବଲ (Re-edited) - (BSI)8 ପୁଣି, ଦୂତ ତାଙ୍କୁ କହିଲେ, କଟିବନ୍ଧନ କର ଓ ପାଦୁକା ପିନ୍ଧ। ସେ ସେପରି କଲେ। ଆଉ ସେ ତାଙ୍କୁ କହିଲେ, ଦେହରେ ଚାଦର ପକାଇ ମୋହର ପଛେ ପଛେ ଆସ। Viz kapitolaପବିତ୍ର ବାଇବଲ (CL) NT (BSI)8 ତା’ପରେ ସ୍ୱର୍ଗଦୂତ କହିଲେ, “କମରପଟି ଭିଡ଼, ପାଦୁକା ପିନ୍ଧ।” ପିତର ତାହା କରିବା ପରେ ସ୍ୱର୍ଗଦୂତ କହିଲେ, “ଦେହରେ ଚାଦର ପକାଇ ମୋ’ ସହିତ ଆସ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି, ଦୂତ ତାହାଙ୍କୁ କହିଲେ, କଟି ବନ୍ଧନ କର ଓ ପାଦୁକା ପିନ୍ଧ। ସେ ସେପରି କଲେ। ଆଉ ସେ ତାହାଙ୍କୁ କହିଲେ, ଆପଣା ବସ୍ତ୍ର ପିନ୍ଧି ମୋହର ପଛେ ପଛେ ଆସ। Viz kapitolaପବିତ୍ର ବାଇବଲ8 ସେ ସ୍ୱର୍ଗଦୂତ ପିତରଙ୍କୁ କହିଲେ, “ଲୁଗାପଟା ଓ ଜୋତା ପିନ୍ଧ।” ସେ ପିନ୍ଧିଲେ। ସେ ପୁଣି କହିଲେ, “ତୁମ୍ଭର ଗ୍ଭଦର ଘୋଡ଼େଇ ହୁଅ ଓ ମୋତେ ଅନୁସରଣ କର।” Viz kapitola |