Online Bible

- Reklamy -




ପ୍ରେରିତ 13:13 - ଓଡିଆ ବାଇବେଲ

13 ପରେ ପାଉଲ ଓ ତାଙ୍କ ସଙ୍ଗୀମାନେ ପାଫରୁ ଜଳଯାତ୍ରା କରି ପଂଫୂଲିଆର ପର୍ଗୀକୁ ଆସିଲେ; କିନ୍ତୁ ଯୋହନ ସେମାନଙ୍କୁ ପରିତ୍ୟାଗ କରି ଯିରୂଶାଲାମକୁ ବାହୁଡ଼ିଗଲେ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ପରେ ପାଉଲ ଓ ତାଙ୍କ ସଙ୍ଗୀମାନେ ପାଫରୁ ଜଳଯାତ୍ରା କରି ପଂଫୂଲିଆର ପର୍ଗୀକୁ ଆସିଲେ; କିନ୍ତୁ ଯୋହନ ସେମାନଙ୍କୁ ପରିତ୍ୟାଗ କରି ଯିରୂଶାଲମକୁ ବାହୁଡ଼ିଗଲେ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

13 ପାଉଲ ଓ ତାଙ୍କର ସହଯାତ୍ରୀମାନେ ପାଫୋରୁ ଜଳଯାତ୍ରା କରି ପାମ୍ପିଲିଆର ପର୍ଗା ନାମକ ଏକ ନଗରରେ ପହଞ୍ଚିଲେ। ଯୋହନ ନାମରେ ପରିଚିତ ମାର୍କ ସେମାନଙ୍କୁ ଏହିଠାରେ ପରିତ୍ୟାଗ କରି ଯିରୂଶାଲମକୁ ଫେରିଗଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ପରେ ପାଉଲ ଓ ତାହାଙ୍କ ସଙ୍ଗୀମାନେ ପାଫ ସହରରୁ ଜଳଯାତ୍ରା କରି ପଂଫୂଲିଆ ଦେଶରେ ପର୍ଗୀ ସହରକୁ ଆସିଲେ; କିନ୍ତୁ ଯୋହନ ସେମାନଙ୍କୁ ପରିତ୍ୟାଗ କରି ଯିରୂଶାଲମ ସହରକୁ ବାହୁଡ଼ିଗଲେ।

Viz kapitola kopírovat

ପବିତ୍ର ବାଇବଲ

13 ପାଉଲ ଓ ତାହାଙ୍କର ବନ୍ଧୁମାନେ ପାଫ ନଗର ଛାଡ଼ି ସମୁଦ୍ର ପଥରେ ପଂଫୂଲିଆର ପର୍ଗିକୁ ଆସିଲେ। କିନ୍ତୁ ଯୋହନ ମାର୍କ ସେମାନଙ୍କୁ ଛାଡ଼ି ଯିରୁଶାଲମକୁ ଫେରି ଆସିଲେ।

Viz kapitola kopírovat




ପ୍ରେରିତ 13:13

Následuj nás:

Reklamy


Reklamy