Online Bible

- Reklamy -




ପ୍ରେରିତ 13:20 - ଓଡିଆ ବାଇବେଲ

20 ଏଥିଉତ୍ତାରେ ଭାବବାଦୀ ଶାମୁଏଲଙ୍କ ପର୍ଯ୍ୟନ୍ତ ବିଚାରକର୍ତ୍ତାମାନଙ୍କୁ ନିଯୁକ୍ତ କଲେ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ଏଥିଉତ୍ତାରେ ଭାବବାଦୀ ଶାମୁୟେଲଙ୍କ ପର୍ଯ୍ୟନ୍ତ ବିଚାରକର୍ତ୍ତାମାନଙ୍କୁ ନିଯୁକ୍ତ କଲେ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

20 ପ୍ରାୟ ଚାରି ଶହ ପଚାଶ ବର୍ଷ ଭିତରେ ଏହିସବୁ ଘଟଣା ଘଟିଗଲା। “ଏହା ପରେ ଶାମୁଏଲ ଭାବବାଦୀଙ୍କ ସମୟ ପର୍ଯ୍ୟନ୍ତ ଈଶ୍ୱର ସେମାନଙ୍କ ଉପରେ ବିଚାରକର୍ତ୍ତାମାନଙ୍କୁ ନିଯୁକ୍ତ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଏଥିଉତ୍ତାରେ ଭାବବାଦୀ ଶାମୁୟେଲଙ୍କ ପର୍ଯ୍ୟନ୍ତ ବିଚାରକର୍ତ୍ତାମାନଙ୍କୁ ନିଯୁକ୍ତ କଲେ।

Viz kapitola kopírovat

ପବିତ୍ର ବାଇବଲ

20 ଏହିସବୁ ଦେଶ ଉତ୍ତରାଧିକାରୀ ଭାବରେ ଦେଲେ ଓ ଏହା 450 ବର୍ଷ ପର୍ଯ୍ୟନ୍ତ ସେମାନେ ଅଧିକାର କଲେ। “ତା'ପରେ ସେ ସେମାନଙ୍କୁ ଭବିଷ୍ୟ‌ଦ୍‌ବକ୍ତା ଶାମୁୟେଲଙ୍କ ସମୟ ପର୍ଯ୍ୟନ୍ତ ବିଗ୍ଭର କର୍ତ୍ତାମାନଙ୍କୁ ଦେଲେ।

Viz kapitola kopírovat




ପ୍ରେରିତ 13:20

Následuj nás:

Reklamy


Reklamy