ପ୍ରେରିତ 13:26 - ଓଡିଆ ବାଇବେଲ26 ହେ ଭାଇମାନେ, ଅବ୍ରହାମଙ୍କ ବଂଶର ସନ୍ତାନସନ୍ତତି ଓ ଆପଣମାନଙ୍କ ମଧ୍ୟରୁ ଈଶ୍ୱର ଭୟକାରୀମାନେ, ଆମ୍ଭମାନଙ୍କ ନିକଟକୁ ଏହି ପରିତ୍ରାଣର ବାକ୍ୟ ପ୍ରେରିତ ହୋଇଅଛି । Viz kapitolaପବିତ୍ର ବାଇବଲ (Re-edited) - (BSI)26 ହେ ଭ୍ରାତୃବୃନ୍ଦ, ଅବ୍ରହାମଙ୍କ ବଂଶର ସନ୍ତାନସନ୍ତତି ଓ ଆପଣମାନଙ୍କ ମଧ୍ୟରୁ ଈଶ୍ଵରଭୟକାରୀମାନେ, ଆମ୍ଭମାନଙ୍କ ନିକଟକୁ ଏହି ପରିତ୍ରାଣର ବାକ୍ୟ ପ୍ରେରିତ ହୋଇଅଛି। Viz kapitolaପବିତ୍ର ବାଇବଲ (CL) NT (BSI)26 “ଅବ୍ରହାମଙ୍କ ବଂଶଜ ହେ ଇଶ୍ରାଏଲୀୟ ଭାଇମାନେ ଓ ଈଶ୍ୱରଙ୍କ ଉପାସନା କରୁଥିବା ଏଠାରେ ଉପସ୍ଥିତ ଅଣଇହୁଦୀ ଲୋକମାନେ, ଆମକୁ ହିଁ ଏହି ପରିତ୍ରାଣର ବାର୍ତ୍ତା ପ୍ରଦତ୍ତ ହୋଇଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ହେ ଭାଇମାନେ, ଅବ୍ରହାମଙ୍କ ବଂଶର ସନ୍ତାନସନ୍ତତି ଓ ଆପଣମାନଙ୍କ ମଧ୍ୟରୁ ଈଶ୍ବର ଭୟକାରୀମାନେ, ଆମ୍ଭମାନଙ୍କ ନିକଟକୁ ଏହି ପରିତ୍ରାଣର ବାକ୍ୟ ପ୍ରେରିତ ହୋଇଅଛି। Viz kapitolaପବିତ୍ର ବାଇବଲ26 “ହେ ଭାଇମାନେ, ଅବ୍ରହାମଙ୍କ ପୁତ୍ରମାନେ ଓ ପ୍ରକୃତ ପରମେଶ୍ୱରଙ୍କୁ ଉପାସନା କରୁଥିବା ଅନ୍ୟଜାତୀୟମାନେ, ଆମ୍ଭମାନଙ୍କ ପାଇଁ ଏହି ପରିତ୍ରାଣର ସୁସମାଗ୍ଭର ପଠାଯାଇଛି। Viz kapitola |