Online Bible

- Reklamy -




ପ୍ରେରିତ 13:27 - ଓଡିଆ ବାଇବେଲ

27 କାରଣ ଯିରୂଶାଲମ ନିବାସୀମାନେ ଆଉ ସେମାନଙ୍କର ଅଧ୍ୟକ୍ଷଗଣ ତାହାଙ୍କୁ ପୁଣି, ପ୍ରତି ବିଶ୍ରାମବାରରେ ପାଠ କରାଯାଉଥିବା ଭାବବାଦୀମାନଙ୍କର ବାକ୍ୟସବୁକୁ ନ ଜାଣିବାରୁ ତାହାଙ୍କୁ ଦୋଷୀ କରି ସେ ସମସ୍ତ ସଫଳ କଲେ,

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 କାରଣ ଯିରୂଶାଲମ ନିବାସୀମାନେ ଆଉ ସେମାନଙ୍କର ଅଧ୍ୟକ୍ଷଗଣ ତାହାଙ୍କୁ, ପୁଣି ପ୍ରତି ବିଶ୍ରାମବାରରେ ପାଠ କରାଯାଉଥିବା ଭାବବାଦୀମାନଙ୍କର ବାକ୍ୟସବୁକୁ ନ ଜାଣିବାରୁ ତାହାଙ୍କୁ ଦୋଷୀ କରି ସେସମସ୍ତ ସଫଳ କଲେ,

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

27 କିନ୍ତୁ ସେ ଯେ ପରିତ୍ରାଣକର୍ତ୍ତା, ଯିରୂଶାଲମ ଅଧିବାସୀ ଓ ସେମାନଙ୍କ ନେତାମାନେ ତାହା ଜାଣି ନ ଥିଲେ। ସେମାନେ ପ୍ରତି ବିଶ୍ରାମବାରରେ ପାଠ କରାଯାଉଥିବା ଭାବବାଦୀମାନଙ୍କ କଥାର ଅର୍ଥ ବୁଝୁ ନ ଥିଲେ। ତଥାପି ଯୀଶୁଙ୍କୁ ଦୋଷୀ କରି ସେମାନେ ଭାବବାଦୀମାନଙ୍କ ବାକ୍ୟକୁ ସଫଳ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 କାରଣ ଯିରୂଶାଲମ ନିବାସୀମାନେ ଆଉ ସେମାନଙ୍କର ଅଧ୍ୟକ୍ଷଗଣ ତାହାଙ୍କୁ ପୁଣି, ପ୍ରତି ବିଶ୍ରାମବାର ଦିନରେ ପାଠ କରାଯାଉଥିବା ଭାବବାଦୀମାନଙ୍କର ବାକ୍ୟସବୁକୁ ନ ଜାଣିବାରୁ ତାହାଙ୍କୁ ଦୋଷୀ କରି ସେ ସମସ୍ତ ସଫଳ କଲେ,

Viz kapitola kopírovat

ପବିତ୍ର ବାଇବଲ

27 ଯିରୁଶାଲମ ବାସିନ୍ଦାମାନେ ଓ ଯିହୂଦୀନେତାମାନେ ଯୀଶୁଙ୍କୁ ଚିହ୍ନି ପାରିଲେ ନାହିଁ। ସେମାନେ ତାହାଙ୍କୁ ଦଣ୍ଡ ଦେଲେ। ଏହି ପ୍ରକାରେ ସେମାନେ ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ବାକ୍ୟ ସଫଳ କଲେ। ଭବିଷ୍ୟ‌ଦ୍‌ବକ୍ତାମାନଙ୍କର ଏହି ବାକ୍ୟ ସବୁ ପ୍ରତି ବିଶ୍ରାମ ଦିବସରେ ପଢ଼ାଯାଏ।

Viz kapitola kopírovat




ପ୍ରେରିତ 13:27

Následuj nás:

Reklamy


Reklamy