ପ୍ରେରିତ 13:31 - ଓଡିଆ ବାଇବେଲ31 ପୁଣି, ଯେଉଁମାନେ ତାହାଙ୍କ ସହିତ ଗାଲିଲୀରୁ ଯିରୂଶାଲମକୁ ଆସିଥିଲେ, ସେମାନେ ଅନେକ ଦିନ ପର୍ଯ୍ୟନ୍ତ ତାହାଙ୍କ ଦର୍ଶନ ପାଇଲେ; ସେମାନେ ବର୍ତ୍ତମାନ ଲୋକମାନଙ୍କ ନିକଟରେ ତାହାଙ୍କର ସାକ୍ଷୀ । Viz kapitolaପବିତ୍ର ବାଇବଲ (Re-edited) - (BSI)31 ପୁଣି, ଯେଉଁମାନେ ତାହାଙ୍କ ସହିତ ଗାଲିଲୀରୁ ଯିରୂଶାଲମକୁ ଆସିଥିଲେ, ସେମାନେ ଅନେକ ଦିନ ପର୍ଯ୍ୟନ୍ତ ତାହାଙ୍କ ଦର୍ଶନ ପାଇଲେ; ସେମାନେ ବର୍ତ୍ତମାନ ଲୋକମାନଙ୍କ ନିକଟରେ ତାହାଙ୍କର ସାକ୍ଷୀ। Viz kapitolaପବିତ୍ର ବାଇବଲ (CL) NT (BSI)31 ଅନେକ ଦିନ ପର୍ଯ୍ୟନ୍ତ ତାଙ୍କ ସହିତ ଗାଲିଲୀରୁ ଯିରୂଶାଲମକୁ ଯିବା ଆସିବା କରୁଥିବା ଲୋକମାନଙ୍କୁ ସେ ଦେଖାଦେଲେ। ବର୍ତ୍ତମାନ ସେମାନେ ଇଶ୍ରାଏଲ ଲୋକମାନଙ୍କ ନିକଟରେ ତାଙ୍କ ସାକ୍ଷୀ ଅଟନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ପୁଣି, ଯେଉଁମାନେ ତାହାଙ୍କ ସହିତ ଗାଲିଲୀରୁ ଯିରୂଶାଲମ ସହରକୁ ଆସିଥିଲେ, ସେମାନେ ଅନେକ ଦିନ ପର୍ଯ୍ୟନ୍ତ ତାହାଙ୍କ ଦର୍ଶନ ପାଇଲେ; ସେମାନେ ବର୍ତ୍ତମାନ ଲୋକମାନଙ୍କ ନିକଟରେ ତାହାଙ୍କର ସାକ୍ଷୀ। Viz kapitolaପବିତ୍ର ବାଇବଲ31 “ସେ ତାହାଙ୍କ ସହିତ ଗାଲିଲୀରୁ ଯିରୁଶାଲମକୁ ଆସିଥିବା ଲୋକମାନଙ୍କୁ ବହୁତ ଦିନ ପର୍ଯ୍ୟନ୍ତ ଦର୍ଶନ ଦେଲେ। ସେମାନେ ଲୋକମାନଙ୍କ ଆଗରେ ଏବେ ତାହାଙ୍କର ସାକ୍ଷୀ ଅଟନ୍ତି। Viz kapitola |