Online Bible

- Reklamy -




ପ୍ରେରିତ 13:36 - ଓଡିଆ ବାଇବେଲ

36 ଦାଉଦ ତ ଆପଣା ସମକାଳୀନ ଲୋକମାନଙ୍କ ମଧ୍ୟରେ ଈଶ୍ୱରଙ୍କର ସଙ୍କଳ୍ପ ଅନୁସାରେ ସେବକର କାର୍ଯ୍ୟ କଲା ଉତ୍ତାରେ ମହାନିଦ୍ରାପ୍ରାପ୍ତ ହେଲେ ଏବଂ ଆପଣା ପିତୃପୁରୁଷମାନଙ୍କ ନିକଟରେ ସମାଧିସ୍ଥ ହୋଇ କ୍ଷୟ ପାଇଲେ;

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

36 ଦାଉଦ ତ ଆପଣା ସମକାଳୀନ ଲୋକମାନଙ୍କ ମଧ୍ୟରେ ଈଶ୍ଵରଙ୍କର ସଙ୍କଳ୍ପ ଅନୁସାରେ ସେବକର କାର୍ଯ୍ୟ କଲା ଉତ୍ତାରେ ମହାନିଦ୍ରାପ୍ରାପ୍ତ ହେଲେ ଏବଂ ଆପଣା ପିତୃପୁରୁଷମାନଙ୍କ ନିକଟରେ ସମାଧିସ୍ଥ ହୋଇ କ୍ଷୟ ପାଇଲେ;

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

36 ଦାଉଦ ତାଙ୍କ ରାଜତ୍ୱ କାଳରେ ଈଶ୍ୱରଙ୍କ ଉଦ୍ଦେଶ୍ୟ ସାଧନ କରି ଶେଷରେ ମୃତ୍ୟୁ ଭୋଗ କଲେ ଓ ପୂର୍ବପୁରୁଷମାନଙ୍କ ସହିତ ସମାଧିପ୍ରାପ୍ତ ହେଲେ। ତାଙ୍କ ଶରୀର ସମାଧିରେ କ୍ଷୟ ପାଇଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ଦାଉଦ ତ ଆପଣା ସମକାଳୀନ ଲୋକମାନଙ୍କ ମଧ୍ୟରେ ଈଶ୍ବରଙ୍କର ସଙ୍କଳ୍ପ ଅନୁସାରେ ସେବକର କାର୍ଯ୍ୟ କଲା ଉତ୍ତାରେ ମହାନିଦ୍ରାପ୍ରାପ୍ତ ହେଲେ ଏବଂ ଆପଣା ପିତୃ-ପୁରୁଷମାନଙ୍କ ନିକଟରେ ସମାଧିସ୍ଥ ହୋଇ କ୍ଷୟ ପାଇଲେ;

Viz kapitola kopírovat

ପବିତ୍ର ବାଇବଲ

36 ଦାଉଦ ତାହାଙ୍କ ଯୁଗରେ ପରମେଶ୍ୱରଙ୍କର ଇଚ୍ଛା ଅନୁସାରେ ସେବାକାର୍ଯ୍ୟ କରି ସାରିଲାପରେ ଦେହତ୍ୟାଗ କରିଥିଲେ। ଦାଉଦଙ୍କୁ ତାହାଙ୍କ ପୂର୍ବପୁରୁଷମାନଙ୍କ ସହିତ ସମାଧି ଦିଆଗଲା ଓ ସେ କ୍ଷୟ ପ୍ରାପ୍ତ ହେଲେ।

Viz kapitola kopírovat




ପ୍ରେରିତ 13:36

Následuj nás:

Reklamy


Reklamy