Online Bible

- Reklamy -




ପ୍ରେରିତ 13:4 - ଓଡିଆ ବାଇବେଲ

4 ଏହି ପ୍ରକାରେ ସେମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ପ୍ରେରିତ ହୋଇ ସେଲୂକିଆକୁ ଗଲେ; ସେଠାରୁ ସେମାନେ ଜାହାଜରେ ଚଢ଼ି କୁପ୍ରକୁ ଗଲେ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

4 ଏହିପ୍ରକାରେ ସେମାନେ ପବିତ୍ର ଆତ୍ମାଙ୍କ ଦ୍ଵାରା ପ୍ରେରିତ ହୋଇ ସେଲୂକିଆକୁ ଗଲେ; ସେଠାରୁ ସେମାନେ ଜାହାଜରେ ଚଢ଼ି ସାଇପ୍ରସ୍କୁ ଗଲେ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

4 ପବିତ୍ରଆତ୍ମାଙ୍କ ଦ୍ୱାରା ପ୍ରେରିତ ହୋଇ ବର୍ଣ୍ଣବା ଓ ଶାଉଲ ସେଲ୍ୟୁକିଆକୁ ଗଲେ ଓ ସେଠାରୁ ଜାହାଜ ଯୋଗେ ସାଇପ୍ରସ୍ ଦ୍ୱୀପକୁ ଗଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଏହି ପ୍ରକାରେ ସେମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ପ୍ରେରିତ ହୋଇ ସେଲୂକିଆକୁ ଗଲେ; ସେଠାରୁ ସେମାନେ ଜାହାଜରେ ଚଢ଼ି ସାଇପ୍ରସ୍ ଦ୍ବୀପକୁ ଗଲେ।

Viz kapitola kopírovat

ପବିତ୍ର ବାଇବଲ

4 ବର୍ଣ୍ଣ‌ବ୍‌‌ବା ଓ ଶାଉଲ ପବିତ୍ରଆତ୍ମାଙ୍କ ଦ୍ୱାରା ପ୍ରେରିତ ହୋଇ ସେଲୂକିଆ ନଗରକୁ ଗଲେ। ସେଠାରୁ ସେମାନେ କୁପ୍ର ଉପଦ୍ୱୀପକୁ ଯାତ୍ରା କଲେ।

Viz kapitola kopírovat




ପ୍ରେରିତ 13:4

Následuj nás:

Reklamy


Reklamy