ପ୍ରେରିତ 13:44 - ଓଡିଆ ବାଇବେଲ44 ପୁଣି, ପରବର୍ତ୍ତୀ ବିଶ୍ରାମବାରରେ ପ୍ରାୟ ସମସ୍ତ ନଗରବାସୀ ଈଶ୍ୱରଙ୍କ ବାକ୍ୟ ଶୁଣିବା ନିମନ୍ତେ ଏକତ୍ରିତ ହେଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)44 ପୁଣି, ପରବର୍ତ୍ତୀ ବିଶ୍ରାମବାରରେ ପ୍ରାୟ ସମସ୍ତ ନଗରବାସୀ ଈଶ୍ଵରଙ୍କ ବାକ୍ୟ ଶୁଣିବା ନିମନ୍ତେ ଏକତ୍ରିତ ହେଲେ। Viz kapitolaପବିତ୍ର ବାଇବଲ (CL) NT (BSI)44 ପରବର୍ତ୍ତୀ ବିଶ୍ରାମବାର ଦିନ ସହରର ସମସ୍ତେ ପ୍ରଭୁଙ୍କ ବାକ୍ୟ ଶୁଣିବା ପାଇଁ ମନ୍ଦିରରେ ଉପସ୍ଥିତ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT44 ପୁଣି, ପରବର୍ତ୍ତୀ ବିଶ୍ରାମବାର ଦିନରେ ପ୍ରାୟ ସମସ୍ତ ନଗରବାସୀ ଈଶ୍ବରଙ୍କ ବାକ୍ୟ ଶୁଣିବା ନିମନ୍ତେ ଏକତ୍ରିତ ହେଲେ। Viz kapitolaପବିତ୍ର ବାଇବଲ44 ପରବର୍ତ୍ତୀ ବିଶ୍ରାମବାରରେ ସହରର ପ୍ରାୟସବୁ ଲୋକ ପ୍ରଭୁଙ୍କ ବାକ୍ୟ ଶୁଣିବା ପାଇଁ ଏକାଠି ହେଲେ। Viz kapitola |