Online Bible

- Reklamy -




ପ୍ରେରିତ 13:47 - ଓଡିଆ ବାଇବେଲ

47 କାରଣ ପ୍ରଭୁ ଆମ୍ଭମାନଙ୍କୁ ଏହି ପ୍ରକାର ଆଜ୍ଞା ଦେଇଅଛନ୍ତି, "ଆମ୍ଭେ ତୁମ୍ଭକୁ ଅଣଯିହୂଦୀମାନଙ୍କ ନିମନ୍ତେ ଆଲୋକସ୍ୱରୂପେ ସ୍ଥାପନ କରିଅଛୁ, ଯେପରି ତୁମ୍ଭେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ପରିତ୍ରାଣ ଆଣିବ" ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

47 କାରଣ ପ୍ରଭୁ ଆମ୍ଭମାନଙ୍କୁ ଏହିପ୍ରକାର ଆଜ୍ଞା ଦେଇଅଛନ୍ତି, “ଆମ୍ଭେ ବିଜାତିମାନଙ୍କର ଆଲୋକ ସ୍ଵରୂପେ ତୁମ୍ଭକୁ ସ୍ଥାପନ କରିଅଛୁ, ଯେପରି ତୁମ୍ଭେ ପୃଥିବୀର ପ୍ରା; ପର୍ଯ୍ୟନ୍ତ ପରିତ୍ରାଣସ୍ଵରୂପ ହେବ”।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

47 କାରଣ ପ୍ରଭୁ ଆମକୁ ଏହି ଆଜ୍ଞା ଦେଇଛନ୍ତି: ‘ମୁଁ ତୁମକୁ ଅଣଇହୁଦୀମାନଙ୍କ ପାଇଁ ଆଲୋକ ସ୍ୱରୂପ କରିଛି, ଯେପରି ସମଗ୍ର ଜଗତ ପରିତ୍ରାଣ ପାଇବ।’

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

47 କାରଣ ପ୍ରଭୁ ଆମ୍ଭମାନଙ୍କୁ ଏହି ପ୍ରକାର ଆଜ୍ଞା ଦେଇଅଛନ୍ତି, “‘ଆମ୍ଭେ ତୁମ୍ଭକୁ ଅଣଯିହୁଦୀମାନଙ୍କ ନିମନ୍ତେ ଆଲୋକସ୍ୱରୂପେ ସ୍ଥାପନ କରିଅଛୁ, ଯେପରି ତୁମ୍ଭେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ପରିତ୍ରାଣ ଆଣିବ।’”

Viz kapitola kopírovat

ପବିତ୍ର ବାଇବଲ

47 ପ୍ରଭୁ ଆମ୍ଭକୁ ଏହି ଆଦେଶ ଦେଇଛନ୍ତି: ‘ମୁଁ ତୁମ୍ଭକୁ ଅନ୍ୟ ଜାତୀୟମାନଙ୍କ ପାଇଁ ଗୋଟିଏ ଆଲୋକ ସଦୃଶ କରିଅଛ। ଏହା ଦ୍ୱାରା ପୃଥିବୀର ଶେଷ ଭାଗ ପର୍ଯ୍ୟନ୍ତ ତୁମ୍ଭେମାନେ ପରିତ୍ରାଣ ଆଣି ପାରିବ।’”

Viz kapitola kopírovat




ପ୍ରେରିତ 13:47

Následuj nás:

Reklamy


Reklamy