ପ୍ରେରିତ 13:48 - ଓଡିଆ ବାଇବେଲ48 ଅଣଯିହୂଦୀମାନେ ଏହା ଶୁଣି ଆନନ୍ଦିତ ହେଲେ ଆଉ ଈଶ୍ୱରଙ୍କ ବାକ୍ୟର ଗୌରବ କରିବାକୁ ଲାଗିଲେ, ପୁଣି, ଯେତେ ଲୋକ ଅନନ୍ତ ଜୀବନ ନିମନ୍ତେ ନିରୂପିତ ହୋଇଥିଲେ, ସେମାନେ ବିଶ୍ୱାସ କଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)48 ବିଜାତିମାନେ ଏହା ଶୁଣି ଆନନ୍ଦିତ ହେଲେ; ଆଉ, ଈଶ୍ଵରଙ୍କ ବାକ୍ୟର ଗୌରବ କରିବାକୁ ଲାଗିଲେ, ପୁଣି ଯେତେ ଲୋକ ଅନ; ଜୀବନ ନିମନ୍ତେ ନିରୂପିତ ହୋଇଥିଲେ, ସେମାନେ ବିଶ୍ଵାସ କଲେ, Viz kapitolaପବିତ୍ର ବାଇବଲ (CL) NT (BSI)48 ଅଣଇହୁଦୀମାନେ ଏହା ଶୁଣି ଆନନ୍ଦିତ ହେଲେ ଓ ପ୍ରଭୁଙ୍କର ବାର୍ତ୍ତା ପାଇଁ ଧନ୍ୟବାଦ ଦେଲେ। ଯେଉଁମାନେ ଅନନ୍ତ ଜୀବନ ନିମନ୍ତେ ମନୋନୀତ ହୋଇଥିଲେ, ସେମାନେ ସେହି ବାର୍ତ୍ତାରେ ବିଶ୍ୱାସ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT48 ଅଣଯିହୁଦୀମାନେ ଏହା ଶୁଣି ଆନନ୍ଦିତ ହେଲେ ଆଉ ଈଶ୍ବରଙ୍କ ବାକ୍ୟର ଗୌରବ କରିବାକୁ ଲାଗିଲେ, ପୁଣି, ଯେତେ ଲୋକ ଅନନ୍ତ ଜୀବନ ନିମନ୍ତେ ନିରୂପିତ ହୋଇଥିଲେ, ସେମାନେ ବିଶ୍ୱାସ କଲେ, Viz kapitolaପବିତ୍ର ବାଇବଲ48 ଅନ୍ୟ ଜାତୀୟ ଲୋକମାନେ ଏହା ଶୁଣି ଖୁସୀ ହେଲେ ଓ ପ୍ରଭୁଙ୍କର ସୁସମାଗ୍ଭରର ପ୍ରଶଂସା କଲେ ଓ ଯେଉଁମାନେ ଅନନ୍ତ ଜୀବନ ନିମନ୍ତେ ମନୋନୀତ ହୋଇଥିଲେ, ସେହି ଲୋକମାନେ ପ୍ରଭୁଙ୍କଠାରେ ବିଶ୍ୱାସ କଲେ। Viz kapitola |