ପ୍ରେରିତ 13:7 - ଓଡିଆ ବାଇବେଲ7 ସେ ଶାସନକର୍ତ୍ତା ସେର୍ଗିୟ ପାଉଲଙ୍କ ସାଙ୍ଗରେ ଥିଲା, ସେହି ଶାସନକର୍ତ୍ତା ଜଣେ ବୁଦ୍ଧିମାନ ବ୍ୟକ୍ତି । ସେ ବର୍ଣ୍ଣବ୍ବା ଓ ଶାଉଲଙ୍କୁ ଆପଣା ନିକଟକୁ ଡାକି ଈଶ୍ୱରଙ୍କ ବାକ୍ୟ ଶୁଣିବାକୁ ଇଚ୍ଛା କଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)7 ସେ ଶାସନକର୍ତ୍ତା ସେର୍ଗିୟ ପାଉଲଙ୍କ ସାଙ୍ଗରେ ଥିଲା, ସେହି ଶାସନକର୍ତ୍ତା ଜଣେ ବୁଦ୍ଧିମାନ ବ୍ୟକ୍ତି। ସେ ବର୍ଣ୍ଣବ୍ବା ଓ ଶାଉଲଙ୍କୁ ଆପଣା ନିକଟକୁ ଡାକି ଈଶ୍ଵରଙ୍କ ବାକ୍ୟ ଶୁଣିବାକୁ ଇଚ୍ଛା କଲେ। Viz kapitolaପବିତ୍ର ବାଇବଲ (CL) NT (BSI)7 ସେ ସେହି ଦ୍ୱୀପର ଶାସନକର୍ତ୍ତା ସର୍ଗିୟସ ପାଉଲସଙ୍କର ଜଣେ ବନ୍ଧୁ ଥିଲା। ସର୍ଗିୟସ ଜଣେ ବୁଦ୍ଧିମାନ ବ୍ୟକ୍ତି ଥିଲେ। ସେ ଈଶ୍ୱରଙ୍କ ବାକ୍ୟ ଶୁଣିବାକୁ ଇଚ୍ଛା କରି ବର୍ଣ୍ଣବା ଓ ଶାଉଲଙ୍କୁ ଡକାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେ ଶାସନକର୍ତ୍ତା ସେର୍ଗିୟ ପାଉଲଙ୍କ ସାଙ୍ଗରେ ଥିଲା, ସେହି ଶାସନକର୍ତ୍ତା ଜଣେ ବୁଦ୍ଧିମାନ ବ୍ୟକ୍ତି। ସେ ବର୍ଣ୍ଣବ୍ବା ଓ ଶାଉଲଙ୍କୁ ଆପଣା ନିକଟକୁ ଡାକି ଈଶ୍ବରଙ୍କ ବାକ୍ୟ ଶୁଣିବାକୁ ଇଚ୍ଛା କଲେ। Viz kapitolaପବିତ୍ର ବାଇବଲ7 ସେହି ବର୍ଯୀଶୁ ରାଜ୍ୟପାଳ ସେର୍ଗିୟ ପାଉଲଙ୍କର ମିତ୍ର ଥିଲେ। ସେର୍ଗିୟ ପାଉଲ ଜଣେ ବିବେକୀ ଓ ଜ୍ଞାନୀ ଲୋକ ଥିଲେ, ପରମେଶ୍ୱରଙ୍କର ବାକ୍ୟ ଶୁଣିବାକୁ ଗ୍ଭହୁଁଥିଲେ। ତେଣୁ ସେ ବର୍ଣ୍ଣବ୍ବା ଓ ପାଉଲଙ୍କୁ ଡକାଇ ପଠାଇଲେ। Viz kapitola |