ପ୍ରେରିତ 14:11 - ଓଡିଆ ବାଇବେଲ11 ପାଉଲ ଯାହା କରିଅଛନ୍ତି, ଲୋକସମୂହ ତାହା ଦେଖି ଲୁକାୟନିଆ ଭାଷାରେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ଦେବତାମାନେ ମନୁଷ୍ୟରୂପରେ ଆମ୍ଭମାନଙ୍କ ମଧ୍ୟକୁ ଓହ୍ଲାଇ ଆସିଅଛନ୍ତି । Viz kapitolaପବିତ୍ର ବାଇବଲ (Re-edited) - (BSI)11 ପାଉଲ ଯାହା କରିଅଛନ୍ତି, ଲୋକସମୂହ ତାହା ଦେଖି ଲୁକାୟନିଆ ଭାଷାରେ ଉଚ୍ଚସ୍ଵରରେ କହିବାକୁ ଲାଗିଲେ, ଦେବତାମାନେ ମନୁଷ୍ୟ ରୂପରେ ଆମ୍ଭମାନଙ୍କ ମଧ୍ୟକୁ ଓହ୍ଲାଇ ଆସିଅଛନ୍ତି। Viz kapitolaପବିତ୍ର ବାଇବଲ (CL) NT (BSI)11 ଉପସ୍ଥିତ ଜନତା ପାଉଲଙ୍କ ଏହି କାର୍ଯ୍ୟ ଦେଖି ସେମାନଙ୍କ ଲୁକାଅନିଆ ଭାଷାରେ ଚିକ୍ରାର କରି କହିବାକୁ ଲାଗିଲେ, “ଦେବତାମାନେ ମନୁଷ୍ୟ ରୂପରେ ଆମ୍ଭମାନଙ୍କ ମଧ୍ୟକୁ ଆସିଛନ୍ତି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପାଉଲ ଯାହା କରିଅଛନ୍ତି, ଲୋକସମୂହ ତାହା ଦେଖି ଲୁକାୟନିଆ ଭାଷାରେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ଦେବତାମାନେ ମନୁଷ୍ୟରୂପରେ ଆମ୍ଭମାନଙ୍କ ମଧ୍ୟକୁ ଓହ୍ଲାଇ ଆସିଅଛନ୍ତି। Viz kapitolaପବିତ୍ର ବାଇବଲ11 ଲୋକମାନେ ପାଉଲଙ୍କର ଏ କାମ ଦେଖି ଲୁକାୟନିଆ ଭାଷାରେ ଖୁବ୍ ଜୋର୍ରେ କହିଲେ, “ଦେବତାମାନେ ମନୁଷ୍ୟ ରୂପରେ ଆମ୍ଭ ପାଖକୁ ଆସିଛନ୍ତି।” Viz kapitola |