ପ୍ରେରିତ 14:18 - ଓଡିଆ ବାଇବେଲ18 ଏହି ସବୁ କଥା କହି ସେମାନେ ଅତି କଷ୍ଟରେ ସେମାନଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାରୁ ଲୋକସମୂହଙ୍କୁ ନିବୃତ୍ତ କଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)18 ଏହିସବୁ କଥା କହି ସେମାନେ ଅତି କଷ୍ଟରେ ସେମାନଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାରୁ ଲୋକସମୂହଙ୍କୁ ନିବୃତ୍ତ କଲେ। Viz kapitolaପବିତ୍ର ବାଇବଲ (CL) NT (BSI)18 ଏହିସବୁ କଥା କହି ପ୍ରେରିତ ଶିଷ୍ୟମାନେ କୌଣସିମତେ ବଳି ଉତ୍ସର୍ଗ କରିବାରୁ ସେମାନଙ୍କୁ ନିବୃତ୍ତ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଏହିସବୁ କଥା କହି ସେମାନେ ଅତି କଷ୍ଟରେ ସେମାନଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାରୁ ଲୋକସମୂହଙ୍କୁ ନିବୃତ୍ତ କଲେ। Viz kapitolaପବିତ୍ର ବାଇବଲ18 ଏସବୁ କଥା କହି ପାଉଲ ଓ ବର୍ଣ୍ଣବ୍ବା ଅତି କଷ୍ଟରେ ସେମାନଙ୍କର ଉଦ୍ଦେଶ୍ୟରେ ନୈବେଦ୍ୟ ଉତ୍ସର୍ଗ କରିବାରୁ ଲୋକମାନଙ୍କୁ ବନ୍ଦ କଲେ। Viz kapitola |