Online Bible

- Reklamy -




ପ୍ରେରିତ 14:19 - ଓଡିଆ ବାଇବେଲ

19 କିନ୍ତୁ ଆନ୍ତିୟଖିଆ ଓ ଇକନୀୟରୁ ସେଠାକୁ ଯିହୂଦୀମାନେ ଆସି ଲୋକସମୂହକୁ ପ୍ରବର୍ତ୍ତାଇଲେ, ପୁଣି, ପାଉଲଙ୍କୁ ପଥର ମାରି ସେ ମରିଅଛନ୍ତି ବୋଲି ମନେ କରି ବାହାରକୁ ଟାଣି ଘେନିଗଲେ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 କିନ୍ତୁ ଆନ୍ତିୟଖିଆ ଓ ଇକନୀୟରୁ ସେଠାକୁ ଯିହୁଦୀମାନେ ଆସି ଲୋକସମୂହଙ୍କୁ ପ୍ରବର୍ତ୍ତାଇଲେ, ପୁଣି ପାଉଲଙ୍କୁ ପଥର ମାରି ସେ ମରିଅଛନ୍ତି ବୋଲି ମନେ କରି ବାହାରକୁ ଟାଣି ଘେନିଗଲେ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

19 ପିସିଦିଆର ଆଣ୍ଟିୟୋଖ ଓ ଇକନିୟରୁ କେତେକ ଇହୁଦୀ ଆସିଥିଲେ, ସେମାନେ ଜନତାକୁ ମତାଇ ପାଉଲଙ୍କୁ ପ୍ରସ୍ତରାଘାତ କଲେ ଓ ତାଙ୍କୁ ମୃତ ବୋଲି ଭାବି ସହର ବାହାରକୁ ଘୋଷାରି ନେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 କିନ୍ତୁ ଆନ୍ତିୟଖିଆ ଓ ଇକନୀୟରୁ ସେଠାକୁ ଯିହୁଦୀମାନେ ଆସି ଲୋକସମୂହକୁ ପ୍ରବର୍ତ୍ତାଇଲେ, ପୁଣି, ପାଉଲଙ୍କୁ ପଥର ମାରି ସେ ମରିଅଛନ୍ତି ବୋଲି ମନେ କରି ବାହାରକୁ ଟାଣି ଘେନିଗଲେ।

Viz kapitola kopírovat

ପବିତ୍ର ବାଇବଲ

19 କିନ୍ତୁ ତା'ପରେ କେତେକ ଯିହୂଦୀ ଆନ୍ତିୟଖିଆ ଓ ଇକନିୟରୁ ଆସିଲେ। ସେମାନେ ଲୋକମାନଙ୍କୁ ମତାଇ ପାଉଲଙ୍କୁ ପଥର ମାରିଲେ। ସେ ମରିଗଲେଣି ଭାବି ସେମାନେ ତାହାଙ୍କୁ ନଗର ବାହାରକୁ ଟାଣି ଆଣିଲେ।

Viz kapitola kopírovat




ପ୍ରେରିତ 14:19

Následuj nás:

Reklamy


Reklamy