ପ୍ରେରିତ 14:22 - ଓଡିଆ ବାଇବେଲ22 ପୁଣି, ସେ ସ୍ଥାନମାନଙ୍କରେ ଶିଷ୍ୟମାନଙ୍କ ମନକୁ ସୁସ୍ଥିର କଲେ ଓ ବିଶ୍ୱାସରେ ଅଟଳ ରହିବା ପାଇଁ ସେମାନଙ୍କୁ ଉତ୍ସାହ ପ୍ରଦାନ କରି କହିଲେ, ଅନେକ କ୍ଲେଶ ମଧ୍ୟ ଦେଇ ଆମ୍ଭମାନଙ୍କୁ ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବାକୁ ହେବ । Viz kapitolaପବିତ୍ର ବାଇବଲ (Re-edited) - (BSI)22 ପୁଣି, ସେସ୍ଥାନମାନଙ୍କରେ ଶିଷ୍ୟମାନଙ୍କ ମନକୁ ସୁସ୍ଥିର କଲେ ଓ ବିଶ୍ଵାସରେ ଅଟଳ ରହିବା ପାଇଁ ସେମାନଙ୍କୁ ଉତ୍ସାହ ପ୍ରଦାନ କରି କହିଲେ, ଅନେକ କ୍ଳେଶ ମଧ୍ୟ ଦେଇ ଆମ୍ଭମାନଙ୍କୁ ଈଶ୍ଵରଙ୍କ ରାଜ୍ୟରେ ପ୍ରବେଶ କରିବାକୁ ହେବ। Viz kapitolaପବିତ୍ର ବାଇବଲ (CL) NT (BSI)22 ସେମାନେ ବିଶ୍ୱାସୀମାନଙ୍କୁ ନିଜ ବିଶ୍ୱାସରେ ଦୃଢ଼ ରହିବା ପାଇଁ ଉତ୍ସାହିତ କଲେ। ସେମାନେ ଶିକ୍ଷା ଦେଇ କହିଲେ, “ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବା ପାଇଁ ଆମକୁ ବହୁ ଦୁଃଖକଷ୍ଟ ମଧ୍ୟଦେଇ ଗତି କରିବାକୁ ହେବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ପୁଣି, ସେ ସ୍ଥାନମାନଙ୍କରେ ଶିଷ୍ୟମାନଙ୍କ ମନକୁ ସୁସ୍ଥିର କଲେ ଓ ବିଶ୍ୱାସରେ ଅଟଳ ରହିବା ପାଇଁ ସେମାନଙ୍କୁ ଉତ୍ସାହ ପ୍ରଦାନ କରି କହିଲେ, ଅନେକ କ୍ଲେଶ ମଧ୍ୟ ଦେଇ ଆମ୍ଭମାନଙ୍କୁ ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିବାକୁ ହେବ। Viz kapitolaପବିତ୍ର ବାଇବଲ22 ସେମାନେ ସେ ସ୍ଥାନଗୁଡ଼ିକରେ ଶିଷ୍ୟମାନଙ୍କ ଆତ୍ମାକୁ ସବଳ କଲେ ଓ ବିଶ୍ୱାସରେ ବୃଦ୍ଧିପାଇବା ପାଇଁ ଉତ୍ସାହିତ କଲେ। ସେମାନେ କହିଲେ, “ପରମେଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବା ନିମନ୍ତେ ଆମ୍ଭକୁ ଅନେକ ଦୁଃଖ କଷ୍ଟ ଭୋଗ କରିବାକୁ ପଡ଼ିବ।” Viz kapitola |