ପ୍ରେରିତ 14:9 - ଓଡିଆ ବାଇବେଲ9 ସେହି ଲୋକଟି ପାଉଲଙ୍କ ପ୍ରଚାର ଶୁଣୁଥିଲା । ପାଉଲ ତାହାକୁ ଏକଦୃଷ୍ଟିରେ ଚାହିଁ ସୁସ୍ଥ ହେବା ପାଇଁ ତାହାର ବିଶ୍ୱାସ ଥିବାର ଦେଖି ଉଚ୍ଚସ୍ୱରରେ କହିଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)9 ସେହି ଲୋକଟି ପାଉଲଙ୍କ ପ୍ରଚାର ଶୁଣୁଥିଲା। ପାଉଲ ତାକୁ ଏକଦୃଷ୍ଟିରେ ଚାହିଁ ସୁସ୍ଥ ହେବା ପାଇଁ ତାʼର ବିଶ୍ଵାସ ଥିବାର ଦେଖି ଉଚ୍ଚସ୍ଵରରେ କହିଲେ, Viz kapitolaପବିତ୍ର ବାଇବଲ (CL) NT (BSI)9 ସେଠାରେ ବସି ସେ ପାଉଲଙ୍କ ଶିକ୍ଷା ଶୁଣୁଥିଲା। ତା’ ମନରେ ବିଶ୍ୱାସ ଜନ୍ମିଛି ଓ ସେ ସୁସ୍ଥ ହୋଇପାରିବ ବୋଲି ପାଉଲ ଜାଣିପାରିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେହି ଲୋକଟି ପାଉଲଙ୍କ ପ୍ରଚାର ଶୁଣୁଥିଲା। ପାଉଲ ତାହାକୁ ଏକଦୃଷ୍ଟିରେ ଚାହିଁ ସୁସ୍ଥ ହେବା ପାଇଁ ତାହାର ବିଶ୍ୱାସ ଥିବାର ଦେଖି ଉଚ୍ଚସ୍ୱରରେ କହିଲେ, Viz kapitolaପବିତ୍ର ବାଇବଲ9 ସେ ବସି ପାଉଲଙ୍କ କଥା ଶୁଣୁଥିଲା। ପାଉଲ ତାକୁ ସିଧାସଳଖ ଅନାଇ ଦେଖିଲେ ଯେ ସେ ସୁସ୍ଥ ହୋଇପାରିବ ବୋଲି ତା'ର ବିଶ୍ୱାସ ଅଛି। Viz kapitola |