ପ୍ରେରିତ 15:11 - ଓଡିଆ ବାଇବେଲ11 କିନ୍ତୁ ସେମାନେ ଯେପ୍ରକାର, ଆମ୍ଭେମାନେ ମଧ୍ୟ ସେପ୍ରକାର ପ୍ରଭୁ ଯୀଶୁଙ୍କ ଅନୁଗ୍ରହରେ ପରିତ୍ରାଣ ପାଇବୁ ବୋଲି ବିଶ୍ୱାସ କରୁଅଛୁ । Viz kapitolaପବିତ୍ର ବାଇବଲ (Re-edited) - (BSI)11 କିନ୍ତୁ ସେମାନେ ଯେପ୍ରକାର, ଆମ୍ଭେମାନେ ମଧ୍ୟ ସେପ୍ରକାର ପ୍ରଭୁ ଯୀଶୁଙ୍କ ଅନୁଗ୍ରହରେ ପରିତ୍ରାଣ ପାଇବୁ ବୋଲି ବିଶ୍ଵାସ କରୁଅଛୁ। Viz kapitolaପବିତ୍ର ବାଇବଲ (CL) NT (BSI)11 ନା, ଏହା ଠିକ୍ ନୁହେଁ। ସେମାନେ ଯେଉଁ ବିଶ୍ୱାସ କରି ପରିତ୍ରାଣ ପାଇଛନ୍ତି, ଆମେ ମଧ୍ୟ ଠିକ୍ ସେହିପରି ବିଶ୍ୱାସ କରି ପ୍ରଭୁ ଯୀଶୁଙ୍କ ଅନୁଗ୍ରହ ଦ୍ୱାରା ପରିତ୍ରାଣ ପାଇଅଛୁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 କିନ୍ତୁ ସେମାନେ ଯେପ୍ରକାର, ଆମ୍ଭେମାନେ ମଧ୍ୟ ସେପ୍ରକାର ପ୍ରଭୁ ଯୀଶୁଙ୍କ ଅନୁଗ୍ରହରେ ପରିତ୍ରାଣ ପାଇବୁ ବୋଲି ବିଶ୍ୱାସ କରୁଅଛୁ। Viz kapitolaପବିତ୍ର ବାଇବଲ11 ଆମ୍ଭର ବିଶ୍ୱାସ ଯେ ଆମ୍ଭେ ଓ ଏ ଲୋକମାନେ ପ୍ରଭୁ ଯୀଶୁଙ୍କ ଅନୁଗ୍ରହ ଦ୍ୱାରା ରକ୍ଷା ପାଇଛୁ।” Viz kapitola |