ପ୍ରେରିତ 15:25 - ଓଡିଆ ବାଇବେଲ25 ଏଥି ନିମନ୍ତେ ଆମ୍ଭମାନଙ୍କର ପ୍ରିୟପାତ୍ର ଯେଉଁ ବର୍ଣ୍ଣବ୍ବା ଓ ପାଉଲ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମ ନିମନ୍ତେ ପ୍ରାଣପଣ କରିଅଛନ୍ତି, Viz kapitolaପବିତ୍ର ବାଇବଲ (Re-edited) - (BSI)25 ଏଥିନିମନ୍ତେ ଆମ୍ଭମାନଙ୍କର ପ୍ରିୟପାତ୍ର ଯେଉଁ ବର୍ଣ୍ଣବ୍ବା ଓ ପାଉଲ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମ ନିମନ୍ତେ ପ୍ରାଣପଣ କରିଅଛନ୍ତି, Viz kapitolaପବିତ୍ର ବାଇବଲ (CL) NT (BSI)25 ତେଣୁ ଆମେ ସମସ୍ତେ ଏକ ମତ ହୋଇ କେତେ ଜଣ ସମ୍ବାଦ ବାହାକଙ୍କୁ ମନୋନୀତ କରି ତୁମ୍ଭମାନଙ୍କ ନିକଟକୁ ପଠାଇବା ପାଇଁ ସ୍ଥିର କରିଛୁ। ସେମାନେ ଆମ ପ୍ରିୟ ବନ୍ଧୁ ବର୍ଣ୍ଣବା ଓ ପାଉଲଙ୍କ ସହିତ ଯିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଏଥିନିମନ୍ତେ ଆମ୍ଭମାନଙ୍କର ପ୍ରିୟପାତ୍ର ଯେଉଁ ବର୍ଣ୍ଣବ୍ବା ଓ ପାଉଲ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମ ନିମନ୍ତେ ପ୍ରାଣପଣ କରିଅଛନ୍ତି, Viz kapitolaପବିତ୍ର ବାଇବଲ25 ସେଥିପାଇଁ ଆମ୍ଭେ ଏକମତ ଓ ସ୍ଥିର ହୋଇ କେତେକ ଲୋକଙ୍କୁ ବାଛିଛୁ। ଆମ୍ଭେ ସେମାନଙ୍କୁ ଆମ୍ଭର ପ୍ରିୟ ବର୍ଣ୍ଣବ୍ବା ଓ ପାଉଲଙ୍କ ସହିତ ପଠାଇବୁ। Viz kapitola |