ପ୍ରେରିତ 15:30 - ଓଡିଆ ବାଇବେଲ30 ସେମାନେ ବିଦାୟ ହୋଇ ଆନ୍ତିୟଖିଅାକୁ ଆସିଲେ ଆଉ ଶିଷ୍ୟସମୂହକୁ ଏକତ୍ର କରି ପତ୍ର ଖଣ୍ଡିକ ଦେଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)30 ସେମାନେ ବିଦାୟ ହୋଇ ଆନ୍ତିୟଖିଆକୁ ଆସିଲେ, ଆଉ ଶିଷ୍ୟସମୂହକୁ ଏକତ୍ର କରି ପତ୍ରଖଣ୍ତିକ ଦେଲେ। Viz kapitolaପବିତ୍ର ବାଇବଲ (CL) NT (BSI)30 ଯେଉଁ ସମ୍ବାଦ ବାହକମାନଙ୍କୁ ପଠାଯାଇଥିଲା, ସେମାନେ ଆଣ୍ଟିୟୋଖକୁ ଯାଇ ବିଶ୍ୱାସୀମାନଙ୍କର ସମଗ୍ର ଦଳକୁ ଏକତ୍ରିତ କରି ଏହି ପତ୍ରଟି ଦେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ସେମାନେ ବିଦାୟ ହୋଇ ଆନ୍ତିୟଖିଆକୁ ଆସିଲେ ଆଉ ଶିଷ୍ୟସମୂହକୁ ଏକତ୍ର କରି ପତ୍ର ଖଣ୍ଡିକ ଦେଲେ। Viz kapitolaପବିତ୍ର ବାଇବଲ30 ତା'ପରେ ବର୍ଣ୍ଣବ୍ବା, ପାଉଲ, ଯିହୂଦା ଓ ଶୀଲା ଯିରୁଶାଲମରୁ ଆନ୍ତିୟଖିଆକୁ ଯାତ୍ରା କଲେ। ସେଠାରେ ସେମାନେ ଏକାଠି ହୋଇଥିବା ବିଶ୍ୱାସୀମାନଙ୍କୁ ପତ୍ର ଦେଲେ। Viz kapitola |