Online Bible

- Reklamy -




ପ୍ରେରିତ 15:36 - ଓଡିଆ ବାଇବେଲ

36 କେତେକ ଦିନ ପରେ ପାଉଲ ବର୍ଣ୍ଣବ୍ବାଙ୍କୁ କହିଲେ, ଆସ, ଆମ୍ଭେମାନେ ଯେଉଁ ସବୁ ନଗରରେ ପ୍ରଭୁଙ୍କର ବାକ୍ୟ ପ୍ରଚାର କରିଥିଲୁ, ସେହି ସମସ୍ତ ନଗରକୁ ଏବେ ବାହୁଡ଼ିଯାଇ ଭାଇମାନଙ୍କୁ ସାକ୍ଷାତ କରି, ସେମାନେ କିପ୍ରକାରେ ଅଛନ୍ତି ଦେଖିବା ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

36 କେତେକ ଦିନ ପରେ ପାଉଲ ବର୍ଣ୍ଣବ୍ବାଙ୍କୁ କହିଲେ, ଆସ, ଆମ୍ଭେମାନେ ଯେଉଁସବୁ ନଗରରେ ପ୍ରଭୁଙ୍କର ବାକ୍ୟ ପ୍ରଚାର କରିଥିଲୁ, ସେହିସମସ୍ତ ନଗରକୁ ଏବେ ବାହୁଡ଼ିଯାଇ ଭାଇମାନଙ୍କ ସାକ୍ଷାତ କରି, ସେମାନେ କିପ୍ରକାରେ ଅଛନ୍ତି ଦେଖିବା।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

36 କିଛିଦିନ ପରେ ପାଉଲ ବର୍ଣ୍ଣବାଙ୍କୁ କହିଲେ, “ଚାଲ, ଆମେ ଫେରିଯିବା, ପ୍ରତି ସହରରେ ଯେଉଁ ଭାଇମାନଙ୍କୁ ପ୍ରଭୁଙ୍କ ବାକ୍ୟ ଶୁଣାଇଥିଲୁ, ସେମାନଙ୍କୁ ଭେଟିବା ଓ ସେମାନେ କିପରି ଅଛନ୍ତି, ବୁଝିବା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 କେତେକ ଦିନ ପରେ ପାଉଲ ବର୍ଣ୍ଣବ୍ବାଙ୍କୁ କହିଲେ, ଆସ, ଆମ୍ଭେମାନେ ଯେଉଁ ସବୁ ନଗରରେ ପ୍ରଭୁଙ୍କର ବାକ୍ୟ ପ୍ରଚାର କରିଥିଲୁ, ସେହି ସମସ୍ତ ନଗରକୁ ଏବେ ବାହୁଡ଼ିଯାଇ ଭାଇମାନଙ୍କୁ ସାକ୍ଷାତ କରି, ସେମାନେ କିପ୍ରକାରେ ଅଛନ୍ତି ଦେଖିବା।

Viz kapitola kopírovat

ପବିତ୍ର ବାଇବଲ

36 ପାଉଲ କିଛି ଦିନ ପରେ ବର୍ଣ୍ଣ‌ବ୍‌‌ବାଙ୍କୁ କହିଲେ, “ଗ୍ଭଲ, ଆମ୍ଭେମାନେ ଫେରିବା ଆଉ ଆମ୍ଭେମାନେ ପ୍ରଭୁଙ୍କର ବାକ୍ୟ ଯେଉଁ ପ୍ରତ୍ୟେକ ସହରରେ ପ୍ରଗ୍ଭର କରିଛୁ, ସେହିସବୁ ସହରକୁ ଯାଇ ଆମ୍ଭ ଭାଇମାନଙ୍କୁ ଦେଖିବା, ଆଉ ସେମାନଙ୍କ ଭଲମନ୍ଦ ବୁଝିବା।”

Viz kapitola kopírovat




ପ୍ରେରିତ 15:36

Následuj nás:

Reklamy


Reklamy