ପ୍ରେରିତ 16:1 - ଓଡିଆ ବାଇବେଲ1 ପରେ ପାଉଲ ଦର୍ବୀ ଓ ଲୁସ୍ତ୍ରାକୁ ମଧ୍ୟ ଆସିଲେ, ଆଉ ଦେଖ, ସେ ସ୍ଥାନରେ ତୀମଥି ନାମରେ ଜଣେ ଶିଷ୍ୟ ଥିଲେ, ସେ ଜଣେ ବିଶ୍ୱାସିନୀ ଯିହୂଦୀ ମହିଳାର ପୁତ୍ର, କିନ୍ତୁ ତାହାଙ୍କର ପିତା ଜଣେ ଗ୍ରୀକ୍ ଲୋକ । Viz kapitolaପବିତ୍ର ବାଇବଲ (Re-edited) - (BSI)1 ପରେ ସେ ଦର୍ବୀ ଓ ଲୁସ୍ତ୍ରାକୁ ମଧ୍ୟ ଆସିଲେ, ଆଉ ଦେଖ, ସେ ସ୍ଥାନରେ ତୀମଥି ନାମରେ ଜଣେ ଶିଷ୍ୟ ଥିଲେ, ସେ ଜଣେ ବିଶ୍ଵାସିନୀ ଯିହୁଦୀ ମହିଳାର।ପୁତ୍ର, କିନ୍ତୁ ତାଙ୍କର ପିତା ଜଣେ ଗ୍ରୀକ୍ ଲୋକ। Viz kapitolaପବିତ୍ର ବାଇବଲ (CL) NT (BSI)1 ପାଉଲ ଦର୍ବୀ ଓ ଲୁସ୍ତ୍ରାକୁ ଗଲେ। ସେଠାରେ ତୀମଥି ନାମକ ଜଣେ ଖ୍ରୀଷ୍ଟିୟାନ ବାସ କରୁଥିଲେ। ସେ ଜଣେ ଖ୍ରୀଷ୍ଟ ବିଶ୍ୱାସୀ ଇହୁଦୀ ମହିଳାର ପୁତ୍ର। କିନ୍ତୁ ତାଙ୍କ ପିତା ଜଣେ ଗ୍ରୀକ୍ ଲୋକ ଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ପରେ ପାଉଲ ଦର୍ବୀ ଓ ଲୁସ୍ତ୍ରାକୁ ମଧ୍ୟ ଆସିଲେ, ଆଉ ଦେଖ, ସେ ସ୍ଥାନରେ ତୀମଥି ନାମରେ ଜଣେ ଶିଷ୍ୟ ଥିଲେ, ସେ ଜଣେ ବିଶ୍ୱାସିନୀ ଯିହୁଦୀ ମହିଳାର ପୁତ୍ର, କିନ୍ତୁ ତାହାଙ୍କର ପିତା ଜଣେ ଗ୍ରୀକ୍ ଲୋକ। Viz kapitolaପବିତ୍ର ବାଇବଲ1 ପାଉଲ ଦର୍ବୀ ଓ ଲୁସ୍ତ୍ରା ନଗରକୁ ଗଲେ। ସେଠାରେ ତୀମଥି ନାମକ ଜଣେ ଶିଷ୍ୟ ଥିଲେ। ସେ ଜଣେ ବିଶ୍ୱାସିନୀ ଯିହୂଦୀ ସ୍ତ୍ରୀଙ୍କର ପୁତ୍ର ଥିଲେ କିନ୍ତୁ ତାହାଙ୍କର ପିତା ଗ୍ରୀକ୍ ଥିଲେ। Viz kapitola |