Online Bible

- Reklamy -




ପ୍ରେରିତ 16:15 - ଓଡିଆ ବାଇବେଲ

15 ପୁଣି, ସେ ଓ ତାହାଙ୍କର ପରିବାର ବାପ୍ତିଜିତ ହେଲା ଉତ୍ତାରେ ସେ ଆମ୍ଭମାନଙ୍କୁ ବିନତି କରି କହିଲେ, ଆପଣମାନେ ଯଦି ମୋତେ ପ୍ରଭୁଙ୍କ ନିକଟରେ ବିଶ୍ୱସ୍ତ ବୋଲି ବିଚାର କରିଥାଆନ୍ତି, ତେବେ ମୋହର ଗୃହକୁ ଆସି ବାସ କରନ୍ତୁ; ଆଉ ସେ ଆମ୍ଭମାନଙ୍କୁ ବାଧ୍ୟ କଲେ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ପୁଣି, ସେ ଓ ତାଙ୍କର ପରିବାର ବାପ୍ତିଜିତ ହେଲା ଉତ୍ତାରେ ସେ ଆମ୍ଭମାନଙ୍କୁ ବିନତି କରି କହିଲେ, ଆପଣ-ମାନେ ଯଦି ମୋତେ ପ୍ରଭୁଙ୍କ ନିକଟରେ ବିଶ୍ଵସ୍ତ ବୋଲି ବିଚାର କରିଥାଆନ୍ତି, ତେବେ ମୋର ଗୃହକୁ ଆସି ବାସ କରନ୍ତୁ; ଆଉ, ସେ ଆମ୍ଭମାନଙ୍କୁ ବଳାଇଲେ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

15 ସେ ଓ ତାଙ୍କ ପରିବାରର ସମସ୍ତେ ଜଳଦୀକ୍ଷା ନେବା ପରେ ଆମକୁ ନିମନ୍ତ୍ରଣ କରି କହିଲେ, “ପ୍ରଭୁଙ୍କଠାରେ ପ୍ରକୃତରେ ମୋର ବିଶ୍ୱାସ ଅଛି ବୋଲି ଯଦି ଆପଣମାନେ ମନେ କରନ୍ତି, ତେବେ ଆସି ମୋ’ ଘରେ ରହନ୍ତୁ।” ସେ ଏହିପରି ଭାବରେ ତାଙ୍କ ଘରକୁ ଯିବା ପାଇଁ ଆମକୁ ପ୍ରବର୍ତ୍ତାଇଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ପୁଣି, ସେ ଓ ତାହାଙ୍କର ପରିବାର ବାପ୍ତିଜିତ ହେଲା ଉତ୍ତାରେ ସେ ଆମ୍ଭମାନଙ୍କୁ ବିନତି କରି କହିଲେ, ଆପଣମାନେ ଯଦି ମୋତେ ପ୍ରଭୁଙ୍କ ନିକଟରେ ବିଶ୍ୱସ୍ତ ବୋଲି ବିଚାର କରିଥାଆନ୍ତି, ତେବେ ମୋହର ଗୃହକୁ ଆସି ବାସ କରନ୍ତୁ; ଆଉ ସେ ଆମ୍ଭମାନଙ୍କୁ ବାଧ୍ୟ କଲେ।

Viz kapitola kopírovat

ପବିତ୍ର ବାଇବଲ

15 ସେ ଓ ତା'ର ଘରେ ରହୁଥିବା ସମସ୍ତେ ବାପ୍ତିଜିତ ହେବାପରେ, ସେ ଆମ୍ଭମାନଙ୍କୁ ଅନୁରୋଧ କରି ଡାକି କହିଲା, “ତୁମ୍ଭେମାନେ ଯଦି ମୋତେ ପ୍ରଭୁଙ୍କଠାରେ ଜଣେ ପ୍ରକୃତ ବିଶ୍ୱାସୀ ବୋଲି ଭାବୁଛ, ତେବେ ମୋ’ ଘରେ ଆସି ରୁହ।” ଏହିପରି ସେ ଆମ୍ଭମାନଙ୍କୁ ତା'ର ଘରକୁ ଯିବା ପାଇଁ ରାଜି କରାଇଲା।

Viz kapitola kopírovat




ପ୍ରେରିତ 16:15

Následuj nás:

Reklamy


Reklamy