Online Bible

- Reklamy -




ପ୍ରେରିତ 16:26 - ଓଡିଆ ବାଇବେଲ

26 ସେତେବେଳେ ହଠାତ୍ ଏପରି ମହା ଭୂମିକମ୍ପ ହେଲା ଯେ, କାରାଗାରର ଭିତ୍ତିମୂଳ କମ୍ପିବାକୁ ଲାଗିଲା, ଆଉ ତତ୍‌କ୍ଷଣାତ୍ ସମସ୍ତ ଦ୍ୱାର ଖୋଲା ହୋଇଗଲା, ପୁଣି, ପ୍ରତ୍ୟେକ ଜଣର ବନ୍ଧନ ଫିଟିଗଲା ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

26 ସେତେବେଳେ ହଠାତ୍ ଏପରି ମହାଭୂମିକମ୍ପ ହେଲା ଯେ, କାରାଗାରର ଭିତ୍ତିମୂଳ କମ୍ପିବାକୁ ଲାଗିଲା, ଆଉ ତତ୍କ୍ଷଣାତ୍ ସମସ୍ତ ଦ୍ଵାର ମେଲା ହୋଇଗଲା, ପୁଣି ପ୍ରତ୍ୟେକ ଜଣର ବନ୍ଧନ ଫିଟିଗଲା।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

26 ହଠାତ୍ ଭୀଷଣ ଭୂମିକମ୍ପ ହେଲା ଓ କାରାଗାରର ମୂଳଦୁଆକୁ ଦୋହଲାଇ ଦେଲା। ସଙ୍ଗେ ସଙ୍ଗେ ସମସ୍ତ ଦ୍ୱାର ଖୋଲିଗଲା ଓ ସବୁ ବନ୍ଦୀମାନଙ୍କର ଜଞ୍ଜିର ଖସି ପଡ଼ିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ସେତେବେଳେ ହଠାତ୍‍ ଏପରି ମହା ଭୂମିକମ୍ପ ହେଲା ଯେ, କାରାଗାରର ଭିତ୍ତିମୂଳ କମ୍ପିବାକୁ ଲାଗିଲା, ଆଉ ତତ୍‌କ୍ଷଣାତ୍ ସମସ୍ତ ଦ୍ୱାର ଖୋଲା ହୋଇଗଲା, ପୁଣି, ପ୍ରତ୍ୟେକ ଜଣର ବନ୍ଧନ ଫିଟିଗଲା।

Viz kapitola kopírovat

ପବିତ୍ର ବାଇବଲ

26 ହଠାତ୍ ଖୁବ୍ ଜୋ‌ର୍‌‌ରେ ଭୂମିକମ୍ପ ହେଲା। ଏହା ଦ୍ୱାରା କାରାଗାରର ମୂଳଦୁଆ ଟଳମଳ ହେଲା। ଦେଖୁ ଦେଖୁ ସବୁ ଦ୍ୱାର ଖୋଲିଗଲା ଓ ସମସ୍ତ ବନ୍ଦୀଙ୍କର ଶିକୁଳି ଖୋଲିଗଲା।

Viz kapitola kopírovat




ପ୍ରେରିତ 16:26

Následuj nás:

Reklamy


Reklamy