ପ୍ରେରିତ 16:5 - ଓଡିଆ ବାଇବେଲ5 ଏହି ପ୍ରକାରେ ମଣ୍ଡଳୀସମୂହ ବିଶ୍ୱାସରେ ଦୃଢ଼ୀଭୂତ ହୋଇ ଦିନକୁ ଦିନ ସଂଖ୍ୟାରେ ବୃଦ୍ଧି ପାଇବାକୁ ଲାଗିଲା । Viz kapitolaପବିତ୍ର ବାଇବଲ (Re-edited) - (BSI)5 ଏହିପ୍ରକାରେ ମଣ୍ତଳୀସମୂହ ବିଶ୍ଵାସରେ ଦୃଢ଼ୀଭୂତ ହୋଇ ଦିନକୁ ଦିନ ସଂଖ୍ୟାରେ ବୃଦ୍ଧି ପାଇବାକୁ ଲାଗିଲା। Viz kapitolaପବିତ୍ର ବାଇବଲ (CL) NT (BSI)5 ଫଳରେ ମଣ୍ଡଳୀଗୁଡ଼ିକ ବିଶ୍ୱାସରେ ଆହୁରି ବଳିଷ୍ଠ ହେଲେ ଓ ଦିନକୁ ଦିନ ସଂଖ୍ୟାରେ ବୃଦ୍ଧି ପାଇବାକୁ ଲାଗିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏହି ପ୍ରକାରେ ମଣ୍ଡଳୀ-ସମୂହ ବିଶ୍ୱାସରେ ଦୃଢ଼ୀଭୂତ ହୋଇ ଦିନକୁ ଦିନ ସଂଖ୍ୟାରେ ବୃଦ୍ଧି ପାଇବାକୁ ଲାଗିଲା। Viz kapitolaପବିତ୍ର ବାଇବଲ5 ତେଣୁ ମଣ୍ଡଳୀଗୁଡ଼ିକର ସଂଖ୍ୟା ଦିନକୁ ଦିନ ବଢ଼ିବାକୁ ଲାଗୁଥିଲା ଓ ସେଗୁଡ଼ିକ ବିଶ୍ୱାସରେ ଶକ୍ତିଶାଳୀ ହେଉଥିଲେ। Viz kapitola |